୧ ଯୋହନ 2:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଯେ ଆପଣା ଭାଇକୁ ଘୃଣା କରି କହେ ଯେ, ସେ ଜ୍ୟୋତିଃରେ ଅଛି, ସେ ଏପର୍ଯ୍ୟନ୍ତ ସୁଦ୍ଧା ଅନ୍ଧକାରରେ ଅଛି। Gade chapit laପବିତ୍ର ବାଇବଲ (Re-edited) - (BSI)9 ଯେ ଆପଣା ଭାଇକୁ ଘୃଣା କରି କହେ ଯେ, ସେ ଜ୍ୟୋତିଃରେ ଅଛି, ସେ ଏପର୍ଯ୍ୟନ୍ତ ସୁଦ୍ଧା ଅନ୍ଧକାରରେ ଅଛି। Gade chapit laଓଡିଆ ବାଇବେଲ9 ଯେ ଆପଣା ଭାଇକୁ ଘୃଣା କରି କହେ ଯେ, ସେ ଜ୍ୟୋତିଃରେ ଅଛି, ସେ ଏପର୍ଯ୍ୟନ୍ତ ସୁଦ୍ଧା ଅନ୍ଧକାରରେ ଅଛି । Gade chapit laପବିତ୍ର ବାଇବଲ (CL) NT (BSI)9 ଯଦି କେହି କହେ, ଏହି ଆଲୋକରେ ତା’ର ସ୍ଥିତି, ଅଥଚ ସେ ତା’ ଭାଇକୁ ଘୃଣା କରୁଥାଏ, ସେ ଅଦ୍ୟାପି ଅନ୍ଧକାର ନିବାସୀ। Gade chapit laପବିତ୍ର ବାଇବଲ9 ଯେଉଁ ଲୋକ ଆଲୋକରେ ଅଛି ବୋଲି କୁହେ କିନ୍ତୁ ନିଜ ଭାଇକୁ ଘୃଣା କରେ, ତେବେ ସେ ଏପର୍ଯ୍ୟନ୍ତ ଅନ୍ଧକାରରେ ରହିଛି। Gade chapit la |