୧ ଯୋହନ 3:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 କାରଣ ଆମ୍ଭମାନଙ୍କର ଯେ ପରସ୍ପରକୁ ପ୍ରେମ କରିବା କର୍ତ୍ତବ୍ୟ, ଏହି ବାଣୀ ତୁମ୍ଭେମାନେ ଆଦ୍ୟରୁ ଶୁଣିଅଛ; Gade chapit laପବିତ୍ର ବାଇବଲ (Re-edited) - (BSI)11 କାରଣ ଆମ୍ଭମାନଙ୍କର ଯେ ପରସ୍ପରକୁ ପ୍ରେମ କରିବା କର୍ତ୍ତବ୍ୟ, ଏହି ବାଣୀ ତୁମ୍ଭେମାନେ ଆଦ୍ୟରୁ ଶୁଣିଅଛ; Gade chapit laଓଡିଆ ବାଇବେଲ11 କାରଣ ଆମ୍ଭମାନଙ୍କର ଯେ ପରସ୍ପରକୁ ପ୍ରେମ କରିବା କର୍ତ୍ତବ୍ୟ, ଏହି ବାଣୀ ତୁମ୍ଭେମାନେ ଆଦ୍ୟରୁ ଶୁଣିଅଛ; Gade chapit laପବିତ୍ର ବାଇବଲ (CL) NT (BSI)11 ଜଣେ ଅନ୍ୟ ଜଣକୁ ପେମ କରିବାକୁ ହେବ, ଏହି ବାର୍ତ୍ତା ଆଦ୍ୟରୁ ଶୁଣିଛୁ। Gade chapit laପବିତ୍ର ବାଇବଲ11 ତୁମ୍ଭେମାନେ ଆରମ୍ଭରୁ ଏହି ଶିକ୍ଷା ଶୁଣିଛ, ଆମ୍ଭର ପରସ୍ପରକୁ ନିଶ୍ଚୟ ପ୍ରେମ କରିବା ଉଚିତ୍। Gade chapit la |