୧ ଯୋହନ 3:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ହେ ବତ୍ସଗଣ, ଆସ, ଆମ୍ଭେମାନେ ବାକ୍ୟରେ କି ଜିହ୍ୱାରେ ପ୍ରେମ ନ କରି କାର୍ଯ୍ୟରେ ଓ ସତ୍ୟରେ ପ୍ରେମ କରୁ। Gade chapit laପବିତ୍ର ବାଇବଲ (Re-edited) - (BSI)18 ହେ ବତ୍ସଗଣ, ଆସ, ଆମ୍ଭେମାନେ ବାକ୍ୟରେ କି ଜିହ୍ଵାରେ ପ୍ରେମ ନ କରି କାର୍ଯ୍ୟରେ ଓ ସତ୍ୟରେ ପ୍ରେମ କରୁ। Gade chapit laଓଡିଆ ବାଇବେଲ18 ହେ ବତ୍ସଗଣ, ଆସ, ଆମ୍ଭେମାନେ ବାକ୍ୟରେ କି ଜିହ୍ୱାରେ ପ୍ରେମ ନ କରି କାର୍ଯ୍ୟରେ ଓ ସତ୍ୟରେ ପ୍ରେମ କରୁ । Gade chapit laପବିତ୍ର ବାଇବଲ (CL) NT (BSI)18 ପିଲାମାନେ, ଆମର ପ୍ରେମ କେବଳ କଥାରେ ଓ ବାକ୍ୟାଳାପରେ ପ୍ରକାଶ ପାଇଲେ ଯଥେଷ୍ଟ ହେବ ନାହିଁ; ତାହାକୁ କାର୍ଯ୍ୟରେ ଦେଖାଇବାକୁ ହେବ। Gade chapit laପବିତ୍ର ବାଇବଲ18 ପ୍ରିୟ ପିଲାମାନେ, ଆମ୍ଭର ପ୍ରେମ କେବଳ ଶବ୍ଦ ଓ କଥା ମଧ୍ୟରେ ସୀମିତ ରହିବା ଉଚିତ୍ ନୁହେଁ। ମାତ୍ର ଏହା ସତ୍ୟପ୍ରେମ ହେବା ଆବଶ୍ୟକ ଓ ଆଚରଣରେ ଆମ୍ଭେ ଏହା ଦେଖାଇବା ଉଚିତ୍। Gade chapit la |