୧ ଯୋହନ 3:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଯେ କେହି ତାହାଙ୍କଠାରେ ରହେ, ସେ ପାପ କରେ ନାହିଁ; ଯେ କେହି ପାପ କରେ, ସେ ତାହାଙ୍କୁ ଦେଖି ନାହିଁ, କିଅବା ତାହାଙ୍କୁ ଜାଣି ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)6 ଯେକେହି ତାହାଙ୍କଠାରେ ରହେ, ସେ ପାପ କରେ ନାହିଁ; ଯେକେହି ପାପ କରେ, ସେ ତାହାଙ୍କୁ ଦେଖି ନାହିଁ, କିଅବା ତାହାଙ୍କୁ ଜାଣି ନାହିଁ। Gade chapit laଓଡିଆ ବାଇବେଲ6 ଯେ କେହି ତାହାଙ୍କଠାରେ ରହେ, ସେ ପାପ କରେ ନାହିଁ; ଯେ କେହି ପାପ କରେ, ସେ ତାହାଙ୍କୁ ଦେଖି ନାହିଁ, କିଅବା ତାହାଙ୍କୁ ଜାଣି ନାହିଁ । Gade chapit laପବିତ୍ର ବାଇବଲ (CL) NT (BSI)6 ସୁତରାଂ ଯେ ଖ୍ରୀଷ୍ଟଙ୍କ ସହିତ ସଂଯୁକ୍ତ ହୋଇ ରେହେ, ସେ ଆଉ ପାପରେ ଲିପ୍ତ ରହିଥାଏ, ସେ ଖ୍ରୀଷ୍ଟଙ୍କୁ କେବେ ଦେଖି ନାହିଁ, କେବେ ତାଙ୍କୁ ଜାଣି ନାହିଁ। Gade chapit laପବିତ୍ର ବାଇବଲ6 ତାହାଙ୍କଠାରେ ରହୁଥିବା ଲୋକ ପାପ କରେ ନାହିଁ। ପାପ କରୁଥିବା ଲୋକ ଖ୍ରୀଷ୍ଟଙ୍କୁ କଦାପି ଜାଣି ନାହିଁ କି ବୁଝି ପାରି ନାହିଁ। Gade chapit la |