୧ ଯୋହନ 3:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଯେ ପାପ କରେ, ସେ ଶୟତାନରୁ ଜାତ, କାରଣ ଶୟତାନ ଆରମ୍ଭରୁ ପାପ କରିଆସୁଅଛି। ଶୟତାନର କାର୍ଯ୍ୟ ବିନାଶ କରିବା ଉଦ୍ଦେଶ୍ୟରେ ହିଁ ଈଶ୍ବରଙ୍କ ପୁତ୍ର ପ୍ରକାଶିତ ହେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)8 ଯେ ପାପ କରେ, ସେ ଶୟତାନରୁ ଜାତ, କାରଣ ଶୟତାନ ଆରମ୍ଭରୁ ପାପ କରିଆସୁଅଛି। ଶୟତାନର କାର୍ଯ୍ୟ ବିନାଶ କରିବା ଉଦ୍ଦେଶ୍ୟରେ ହିଁ ଈଶ୍ଵରଙ୍କ ପୁତ୍ର ପ୍ରକାଶିତ ହେଲେ। Gade chapit laଓଡିଆ ବାଇବେଲ8 ଯେ ପାପ କରେ, ସେ ଶୟତାନରୁ ଜାତ, କାରଣ ଶୟତାନ ଆରମ୍ଭରୁ ପାପ କରିଆସୁଅଛି। ଶୟତାନର କାର୍ଯ୍ୟ ବିନାଶ କରିବା ଉଦ୍ଦେଶ୍ୟରେ ହିଁ ଈଶ୍ୱରଙ୍କ ପୁତ୍ର ପ୍ରକାଶିତ ହେଲେ । Gade chapit laପବିତ୍ର ବାଇବଲ8 ଶୟତାନ ଆରମ୍ଭରୁ ପାପ କରି ଆସୁଅଛି। ଯେଉଁ ଲୋକ ପାପ କରେ, ସେ ଶୟତାନର ଅଟେ। ତେଣୁ ଶୟତାନର ପାପ କାମକୁ ଧ୍ୱଂସ କରିବା ପାଇଁ ପରମେଶ୍ୱରଙ୍କର ପୁତ୍ର ଏହି ସଂସାରକୁ ଆସିଛନ୍ତି। Gade chapit la |