୧ ଯୋହନ 4:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ହେ ପ୍ରିୟମାନେ, ପ୍ରତ୍ୟେକ ଆତ୍ମାଙ୍କୁ ବିଶ୍ୱାସ କର ନାହିଁ, ବରଂ ଆତ୍ମାମାନେ ଈଶ୍ବରଙ୍କଠାରୁ ଆଗତ କି ନାହିଁ, ଏହା ସେମାନଙ୍କୁ ପରୀକ୍ଷା କରି ଦେଖ, କାରଣ ଜଗତରେ ଅନେକ ଭଣ୍ଡ ଭାବବାଦୀ ବାହାରି ଅଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)1 ହେ ପ୍ରିୟମାନେ, ପ୍ରତ୍ୟେକ ଆତ୍ମାଙ୍କୁ ବିଶ୍ଵାସ କର ନାହିଁ, ବରଂ ଆତ୍ମାମାନେ ଈଶ୍ଵରଙ୍କଠାରୁ ଆଗତ କି ନାହିଁ, ଏହା ସେମାନଙ୍କୁ ପରୀକ୍ଷା କରି ଦେଖ, କାରଣ ଜଗତରେ ଅନେକ ଭଣ୍ତ ଭାବବାଦୀ ବାହାରିଅଛନ୍ତି। Gade chapit laଓଡିଆ ବାଇବେଲ1 ହେ ପ୍ରିୟମାନେ, ପ୍ରତ୍ୟେକ ଆତ୍ମାଙ୍କୁ ବିଶ୍ୱାସ କର ନାହିଁ, ବରଂ ଆତ୍ମାମାନେ ଈଶ୍ୱରଙ୍କଠାରୁ ଆଗତ କି ନାହିଁ, ଏହା ସେମାନଙ୍କୁ ପରୀକ୍ଷା କରି ଦେଖ, କାରଣ ଜଗତରେ ଅନେକ ଭଣ୍ଡ ଭାବବାଦୀ ବାହାରି ଅଛନ୍ତି । Gade chapit laପବିତ୍ର ବାଇବଲ (CL) NT (BSI)1 ପ୍ରିୟ ବନ୍ଧୁଗଣ! ଈଶ୍ୱରଙ୍କ ଆତ୍ମା ପ୍ରାପ୍ତ ହୋଇଛନ୍ତି ବୋଲି ଯେଉଁମାନେ କହନ୍ତି, ସେ ସମସ୍ତଙ୍କୁ ବିଶ୍ୱାସ କର ନାହିଁ; ସେମାନେ ପାଇଥିବା ଆତ୍ମଶ, ବାସ୍ତବରେ ଈଶ୍ୱରଙ୍କଠାରୁ ଆଗତ କି ନୁହେଁ, ପ୍ରଥମେ ପରୀକ୍ଷା କରି ଦେଖ। କାରଣ ଏବେ ଅନେକ ଭଣ୍ଡ ଭାବବାଦୀ ସର୍ବତ୍ର ବିଚରଣ କରୁଛନ୍ତି। Gade chapit laପବିତ୍ର ବାଇବଲ1 ପ୍ରିୟ ବନ୍ଧୁମାନେ, ଏ ଜଗତର ଗ୍ଭରିଆଡ଼େ ବହୁତ ଭଣ୍ଡ ଭାବବାଦୀ ବର୍ତ୍ତମାନ ଅଛନ୍ତି। ତେଣୁ ପ୍ରତ୍ୟେକ ଆତ୍ମାକୁ ବିଶ୍ୱାସ କର ନାହିଁ, ବରଂ ସେମାନେ ପରମେଶ୍ୱରଙ୍କଠାରୁ ଆଗତ କି ନା, ଏହା ପରୀକ୍ଷା କରି ଦେଖ। Gade chapit la |
ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ଭବିଷ୍ୟଦ୍ବକ୍ତାମାନେ ଆମ୍ଭ ନାମରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି; ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ, ଆମ୍ଭେ ସେମାନଙ୍କୁ ଆଜ୍ଞା ଦେଇ ନାହୁଁ, କିଅବା ଆମ୍ଭେ ସେମାନଙ୍କୁ କଥା କହି ନାହୁଁ; ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଦର୍ଶନ, ମନ୍ତ୍ର, ଅସାର ବିଷୟ ଓ ଆପଣା ଆପଣା ହୃଦୟର ପ୍ରବଞ୍ଚନାମୂଳକ ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି।