୧ ଯୋହନ 4:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଯେ କେହି ଯୀଶୁଙ୍କୁ ଈଶ୍ବରଙ୍କ ପୁତ୍ର ବୋଲି ସ୍ୱୀକାର କରେ, ଈଶ୍ବର ତାହାଠାରେ ଅଛନ୍ତି ଓ ସେ ଈଶ୍ବରଙ୍କଠାରେ ଅଛି। Gade chapit laପବିତ୍ର ବାଇବଲ (Re-edited) - (BSI)15 ଯେକେହି ଯୀଶୁଙ୍କୁ ଈଶ୍ଵରଙ୍କ ପୁତ୍ର ବୋଲି ସ୍ଵୀକାର କରେ, ଈଶ୍ଵର ତାହାଠାରେ ଅଛନ୍ତି ଓ ସେ ଈଶ୍ଵରଙ୍କ-ଠାରେ ଅଛି। Gade chapit laଓଡିଆ ବାଇବେଲ15 ଯେ କେହି ଯୀଶୁଙ୍କୁ ଈଶ୍ୱରଙ୍କ ପୁତ୍ର ବୋଲି ସ୍ୱୀକାର କରେ, ଈଶ୍ୱର ତାହାଠାରେ ଅଛନ୍ତି ଓ ସେ ଈଶ୍ୱରଙ୍କଠାରେ ଅଛି । Gade chapit laପବିତ୍ର ବାଇବଲ (CL) NT (BSI)15 ଯୀଶୁଙ୍କୁ ଈଶ୍ବରଙ୍କ ପୁତ୍ର ବୋଲି ଯେ ସ୍ୱୀକାର କରେ, ଈଶ୍ୱର ତା’ ଅନ୍ତରରେ ବାସ କରନ୍ତି ଏବଂ ସେ ଈଶ୍ୱରଙ୍କ ସତ୍ତା ଅନୁଭବ କରେ। Gade chapit laପବିତ୍ର ବାଇବଲ15 ଯଦି କେହି ବିଶ୍ୱାସ କରେ ଯେ, “ଯୀଶୁ ପରମେଶ୍ୱରଙ୍କର ପୁତ୍ର ଅଟନ୍ତି,” ତେବେ ପରମେଶ୍ୱର ତା'ଠାରେ ରହନ୍ତି ଓ ସେ ମଧ୍ୟ ପରମେଶ୍ୱରଙ୍କଠାରେ ରହେ। Gade chapit la |