୧ ଯୋହନ 4:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଏଥିରେ ପ୍ରେମ ଆମ୍ଭମାନଙ୍କ ମଧ୍ୟରେ ସିଦ୍ଧ ହୋଇଅଛି ଯେ, ବିଚାର ଦିନରେ ଆମ୍ଭେମାନେ ସାହସ ପ୍ରାପ୍ତ ହେବୁ, କାରଣ ସେ ଯେପରି ଅଛନ୍ତି, ଆମ୍ଭେମାନେ ମଧ୍ୟ ଏହି ଜଗତରେ ସେହିପରି ଅଛୁ। Gade chapit laପବିତ୍ର ବାଇବଲ (Re-edited) - (BSI)17 ଏଥିରେ ପ୍ରେମ ଆମ୍ଭମାନଙ୍କ ମଧ୍ୟରେ ସିଦ୍ଧ ହୋଇଅଛି ଯେ, ବିଚାର ଦିନରେ ଆମ୍ଭେମାନେ ସାହସ ପ୍ରାପ୍ତ ହେବୁ, କାରଣ ସେ ଯେପରି ଅଛନ୍ତି, ଆମ୍ଭେମାନେ ମଧ୍ୟ ଏହି ଜଗତରେ ସେହିପରି ଅଛୁ। Gade chapit laଓଡିଆ ବାଇବେଲ17 ଏଥିରେ ପ୍ରେମ ଆମ୍ଭମାନଙ୍କ ମଧ୍ୟରେ ସିଦ୍ଧ ହୋଇଅଛି ଯେ, ବିଚାର ଦିନରେ ଆମ୍ଭେମାନେ ସାହସ ପ୍ରାପ୍ତ ହେବୁ, କାରଣ ସେ ଯେପରି ଅଛନ୍ତି, ଆମ୍ଭେମାନେ ମଧ୍ୟ ଏହି ଜଗତରେ ସେହିପରି ଅଛୁ । Gade chapit laପବିତ୍ର ବାଇବଲ (CL) NT (BSI)17 ଆମ ଜୀବନରେ ଏହି ପ୍ରେମ ସିଦ୍ଧ ହେଲେ, ଆମେ ନିର୍ଭୀକ ଭାବରେ ବିଚାର ଦିନର ସମ୍ମୁଖୀନ ହୋଇ ପାରିବା, କାରଣ ଏହି ଜଗତରେ ଥାଉ ଥାଉ ଆମେ ଖ୍ରଷ୍ଟଙ୍କ ପରି ଜୀବନ ଯାପନ କରୁଛୁ। Gade chapit laପବିତ୍ର ବାଇବଲ17 ଯଦି ଆମ୍ଭେ ପରମେଶ୍ୱରଙ୍କ ପ୍ରେମରେ ସ୍ଥିର ହୋଇ ରହୁ, ତେବେ ତାହାର ବିଗ୍ଭର ଦିନରେ ଆମ୍ଭେମାନେ ଭରସାଯୁକ୍ତ ହୋଇ ନିର୍ଭୟରେ ରହି ପାରିବା। ଏହି ଜଗତରେ ଆମ୍ଭେମାନେ ତାହାଙ୍କ (ଖ୍ରୀଷ୍ଟଙ୍କ) ଭଳି ହୋଇଥିବାରୁ, ନିର୍ଭୟରେ ରହିପାରିବା। Gade chapit la |