୧ ଯୋହନ 4:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ସେ ପ୍ରଥମରେ ଆମ୍ଭମାନଙ୍କୁ ପ୍ରେମ କରିବାରୁ ଆମ୍ଭେମାନେ ପ୍ରେମ କରୁ। Gade chapit laପବିତ୍ର ବାଇବଲ (Re-edited) - (BSI)19 ସେ ପ୍ରଥମରେ ଆମ୍ଭମାନଙ୍କୁ ପ୍ରେମ କରିବାରୁ ଆମ୍ଭେମାନେ ପ୍ରେମ କରୁ। Gade chapit laଓଡିଆ ବାଇବେଲ19 ସେ ପ୍ରଥମରେ ଆମ୍ଭମାନଙ୍କୁ ପ୍ରେମ କରିବାରୁ ଆମ୍ଭେମାନେ ପ୍ରେମ କରୁ । Gade chapit laପବିତ୍ର ବାଇବଲ (CL) NT (BSI)19 ଆମେ ପ୍ରେମ କରିବାକୁ ଶିଖିଛୁ, କାରଣ ଈଶ୍ବର ହିଁ ପ୍ରଥମେ ଆମକୁ ପ୍ରେମ କରିଛନ୍ତି। Gade chapit laପବିତ୍ର ବାଇବଲ19 ପରମେଶ୍ୱର ଆମ୍ଭକୁ ପ୍ରଥମେ ପ୍ରେମ କରିବାରୁ ଆମ୍ଭେମାନେ ତାହାଙ୍କୁ ପ୍ରେମ କରିଲୁା Gade chapit la |