୧ ଯୋହନ 4:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଯେ ଈଶ୍ବରଙ୍କୁ ପ୍ରେମ କରେ, ସେ ଆପଣା ଭାଇକୁ ମଧ୍ୟ ପ୍ରେମ କରୁ, ଏହି ଆଜ୍ଞା ଆମ୍ଭେମାନେ ତାହାଙ୍କଠାରୁ ପାଇଅଛୁ। Gade chapit laପବିତ୍ର ବାଇବଲ (Re-edited) - (BSI)21 ଯେ ଈଶ୍ଵରଙ୍କୁ ପ୍ରେମ କରେ, ସେ ଆପଣା ଭାଇକୁ ମଧ୍ୟ ପ୍ରେମ କରୁ, ଏହି ଆଜ୍ଞା ଆମ୍ଭେମାନେ ତାହାଙ୍କଠାରୁ ପାଇଅଛୁ। Gade chapit laଓଡିଆ ବାଇବେଲ21 ଯେ ଈଶ୍ୱରଙ୍କୁ ପ୍ରେମ କରେ, ସେ ଆପଣା ଭାଇକୁ ମଧ୍ୟ ପ୍ରେମ କରୁ, ଏହି ଆଜ୍ଞା ଆମ୍ଭେମାନେ ତାହାଙ୍କଠାରୁ ପାଇଅଛୁ । Gade chapit laପବିତ୍ର ବାଇବଲ (CL) NT (BSI)21 ଏହି ଆଦେଶ ଖ୍ରୀଷ୍ଟ ଆମକୁ ଦେଇଛନ୍ତି: ଯେ ଈଶ୍ୱରଙ୍କୁ ପ୍ରେମ କରେ, ସେ ନିଶ୍ଚୟ ତା’ ଭାଇକୁ ପ୍ରେମ କରିବ। Gade chapit laପବିତ୍ର ବାଇବଲ21 ଏହି ଆଜ୍ଞା ଆମ୍ଭେ ପରମେଶ୍ୱରଙ୍କଠାରୁ ପାଇଛୁ ଯେ ଯେକେହି ପରମେଶ୍ୱରଙ୍କୁ ପ୍ରେମ କରେ, ସେ ନିଜ ଭାଇକୁ ମଧ୍ୟ ପ୍ରେମ କରେ। Gade chapit la |