୧ ଯୋହନ 4:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ହେ ପ୍ରିୟମାନେ, ଆସ, ଆମ୍ଭେମାନେ ପରସ୍ପରକୁ ପ୍ରେମ କରୁ, କାରଣ ପ୍ରେମ ଈଶ୍ବରଙ୍କଠାରୁ ଜାତ, ଆଉ ଯେ କେହି ପ୍ରେମ କରେ, ସେ ଈଶ୍ବରଙ୍କଠାରୁ ଜାତ ଓ ଈଶ୍ବରଙ୍କୁ ଜାଣେ। Gade chapit laପବିତ୍ର ବାଇବଲ (Re-edited) - (BSI)7 ହେ ପ୍ରିୟମାନେ, ଆସ, ଆମ୍ଭେମାନେ ପରସ୍ପରକୁ ପ୍ରେମ କରୁ, କାରଣ ପ୍ରେମ ଈଶ୍ଵରଙ୍କଠାରୁ ଜାତ, ଆଉ ଯେକେହି ପ୍ରେମ କରେ, ସେ ଈଶ୍ଵରଙ୍କଠାରୁ ଜାତ ଓ ଈଶ୍ଵରଙ୍କୁ ଜାଣେ। Gade chapit laଓଡିଆ ବାଇବେଲ7 ହେ ପ୍ରିୟମାନେ, ଆସ, ଆମ୍ଭେମାନେ ପରସ୍ପରକୁ ପ୍ରେମ କରୁ, କାରଣ ପ୍ରେମ ଈଶ୍ୱରଙ୍କଠାରୁ ଜାତ, ଆଉ ଯେ କେହି ପ୍ରେମ କରେ, ସେ ଈଶ୍ୱରଙ୍କଠାରୁ ଜାତ ଓ ଈଶ୍ୱରଙ୍କୁ ଜାଣେ । Gade chapit laପବିତ୍ର ବାଇବଲ (CL) NT (BSI)7 ପ୍ରିୟ ବନ୍ଧୁଗଣ! ପରସ୍ପରକୁ ପେମ କର, କାରଣ ପ୍ରେମର ଉତ୍ପତ୍ତି ଈଶ୍ୱରଙ୍କଠାରୁ। ଯାହାର ହୃଦୟରେ ପ୍ରେମ ଅଛି, ସେ ଈଶ୍ୱରଙ୍କ ସନ୍ତାନ, ସେ ଈଶ୍ୱରଙ୍କୁ ଜାଣେ। Gade chapit laପବିତ୍ର ବାଇବଲ7 ପ୍ରିୟ ବନ୍ଧୁମାନେ, ଆମ୍ଭେ ସବୁ ପରସ୍ପରକୁ ଭଲ ପାଇବା ଉଚିତ୍, କାରଣ ପ୍ରେମ ପରମେଶ୍ୱରଙ୍କଠାରୁ ଆସେ। ଯେଉଁ ଲୋକ ପ୍ରେମ କରେ, ସେ ପରମେଶ୍ୱରଙ୍କର ସନ୍ତାନ ହୁଏ ଓ ତାହାଙ୍କୁ ଜାଣିପାରେ। Gade chapit la |