୧ ଯୋହନ 5:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ପୁଣି, ଆମ୍ଭେମାନେ ଯେବେ ତାହାଙ୍କ ଇଚ୍ଛାନୁସାରେ କୌଣସି ପ୍ରାର୍ଥନା କରୁ, ତେବେ ସେ ଆମ୍ଭମାନଙ୍କର ସେହି ପ୍ରାର୍ଥନା ଶୁଣନ୍ତି, ତାହାଙ୍କ ଛାମୁରେ ଆମ୍ଭମାନଙ୍କର ଏହି ସାହସ ଅଛି। Gade chapit laପବିତ୍ର ବାଇବଲ (Re-edited) - (BSI)14 ପୁଣି ଆମ୍ଭେମାନେ ଯେବେ ତାହାଙ୍କ ଇଚ୍ଛାନୁସାରେ କୌଣସି ପ୍ରାର୍ଥନା କରୁ, ତେବେ ସେ ଆମ୍ଭମାନଙ୍କର ସେହି ପ୍ରାର୍ଥନା ଶୁଣନ୍ତି, ତାହାଙ୍କ ଛାମୁରେ ଆମ୍ଭମାନଙ୍କର ଏହି ସାହସ ଅଛି। Gade chapit laଓଡିଆ ବାଇବେଲ14 ପୁଣି, ଆମ୍ଭେମାନେ ଯେବେ ତାହାଙ୍କ ଇଚ୍ଛାନୁସାରେ କୌଣସି ପ୍ରାର୍ଥନା କରୁ, ତେବେ ସେ ଆମ୍ଭମାନଙ୍କର ସେହି ପ୍ରାର୍ଥନା ଶୁଣନ୍ତି, ତାହାଙ୍କ ଛାମୁରେ ଆମ୍ଭମାନଙ୍କର ଏହି ସାହସ ଅଛି । Gade chapit laପବିତ୍ର ବାଇବଲ (CL) NT (BSI)14 ଆମେ ନିର୍ଭୀକ ଭାବରେ ଈଶ୍ୱରଙ୍କ ନିକଟକୁ ଆସି ପାରୁଛୁ, କାରଣ ଆମେ ନିଶ୍ଚିତଭାବେ ଜାଣୁ ଯେ, ତାଙ୍କ ଇଚ୍ଛା ଅନୁଯାୟୀ ଯେକୌଣସି ବିଷୟ ପ୍ରାର୍ଥନା କଲେ, ସେ ଶୁଣିବେ। Gade chapit laପବିତ୍ର ବାଇବଲ14 ଆମ୍ଭେ ନିସନ୍ଦେହରେ ତାହାଙ୍କ ନିକଟକୁ ଆସିବା କାରଣ ତାହାଙ୍କଠାରେ ଆମ୍ଭର ଏହି ଭରସା ଅଛି ଯେ ଯେତେବେଳେ ଆମ୍ଭେ ତାହାଙ୍କ ଇଚ୍ଛା ଅନୁଯାୟୀ ତାହାଙ୍କୁ କୌଣସି ବିଷୟ ମାଗୁ ସେ ଆମ୍ଭର ପ୍ରାର୍ଥନା ଶୁଣନ୍ତି। Gade chapit la |