Biblia Todo Logo
Bib sou entènèt

- Piblisite -




୧ ଯୋହନ 5:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଆଉ ଆମ୍ଭେମାନେ ତାହାଙ୍କ ନିକଟରେ ଯାହା କିଛି ପ୍ରାର୍ଥନା କରୁ, ତାହା ସେ ଶୁଣନ୍ତି ବୋଲି ଯଦି ଆମ୍ଭେମାନେ ଜାଣୁ, ତେବେ ତାହାଙ୍କ ଛାମୁରେ ଯାହା ପ୍ରାର୍ଥନା କରିଅଛୁ, ସେହିସବୁ ଯେ ପାଇଅଛୁ, ଏହା ମଧ୍ୟ ଜାଣୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଆଉ ଆମ୍ଭେମାନେ ତାହାଙ୍କ ନିକଟରେ ଯାହା କିଛି ପ୍ରାର୍ଥନା କରୁ, ତାହା ସେ ଶୁଣନ୍ତି ବୋଲି ଯଦି ଆମ୍ଭେମାନେ ଜାଣୁ, ତେବେ ତାହାଙ୍କ ଛାମୁରେ ଯାହା ପ୍ରାର୍ଥନା କରିଅଛୁ, ସେହିସବୁ ଯେ ପାଇଅଛୁ, ଏହା ମଧ୍ୟ ଜାଣୁ।

Gade chapit la Kopi

ଓଡିଆ ବାଇବେଲ

15 ଆଉ ଆମ୍ଭେମାନେ ତାହାଙ୍କ ନିକଟରେ ଯାହା କିଛି ପ୍ରାର୍ଥନା କରୁ, ତାହା ସେ ଶୁଣନ୍ତି ବୋଲି ଯଦି ଆମ୍ଭେମାନେ ଜାଣୁ, ତେବେ ତାହାଙ୍କ ଛାମୁରେ ଯାହା ପ୍ରାର୍ଥନା କରିଅଛୁ, ସେହି ସବୁ ଯେ ପାଇଅଛୁ, ଏହା ମଧ୍ୟ ଜାଣୁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

15 କୌଣସି ମୁହୂର୍ତ୍ତରେ ତାଙ୍କୁ ଡାକିଲେ ସେ ଶୁଣନ୍ତି, ଏହା ସତ୍ୟ ବୋଲି ଆମେ ଜାଣୁ। ତେଣୁ ଆମେ ଜାଣୁ ଯେ, ପ୍ରାର୍ଥନାରେ ତାଙ୍କୁ ଯାହା କିଛି ମାଗିବା, ତାହା ଆମକୁ ସେ ନିଶ୍ଚିୟ ଦାନ କରିବେ।

Gade chapit la Kopi

ପବିତ୍ର ବାଇବଲ

15 ପ୍ରତ୍ୟେକ ସମୟରେ ସେ ଆମ୍ଭର ମାଗୁଣି ଶୁଣନ୍ତି। ତେଣୁ ଆମ୍ଭେ ତାହାଙ୍କୁ ଯାହା ମାଗୁ, ତାହା ସେ ଦେବେ ବୋଲି ଜାଣୁ।

Gade chapit la Kopi




୧ ଯୋହନ 5:15
7 Referans Kwoze  

ଅତଏବ, ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭେମାନେ ଯାହା ଯାହା ପ୍ରାର୍ଥନା କର ଓ ମାଗ, ସେ ସବୁ ପାଇଅଛ ବୋଲି ବିଶ୍ୱାସ କର, ସେଥିରେ ସେହିସବୁ ପାଇବ।


ସଦାପ୍ରଭୁ ଦୁଷ୍ଟମାନଙ୍କଠାରୁ ଦୂରରେ ଥାଆନ୍ତି; ପୁଣି, ଧାର୍ମିକମାନଙ୍କର ପ୍ରାର୍ଥନା ସେ ଶୁଣନ୍ତି।


ଏହେତୁ ଦେଖ, ଆମ୍ଭେ ତୁମ୍ଭ ବାକ୍ୟାନୁସାରେ କଲୁ; ଦେଖ, ଆମ୍ଭେ ତୁମ୍ଭକୁ ଏପରି ଜ୍ଞାନ ଓ ବୁଦ୍ଧିବିଶିଷ୍ଟ ମନ ଦେଲୁ ଯେ, ତୁମ୍ଭ ପୂର୍ବେ ତୁମ୍ଭ ସମାନ କେହି ହୋଇ ନାହିଁ, କିଅବା ତୁମ୍ଭ ଉତ୍ତାରେ ତୁମ୍ଭ ସମାନ କେହି ଉତ୍ପନ୍ନ ହେବ ନାହିଁ।


ଦୁଷ୍ଟ ଲୋକ ଯାହା ଭୟ କରେ, ତାହା ହିଁ ତାହା ପ୍ରତି; ମାତ୍ର ଧାର୍ମିକର ମନୋବାଞ୍ଛା ତାହାକୁ ଦିଆଯିବ।


Swiv nou:

Piblisite


Piblisite