୧ ଯୋହନ 5:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଆମ୍ଭେମାନେ ଯେତେବେଳେ ଈଶ୍ବରଙ୍କୁ ପ୍ରେମ କରୁ ଓ ତାହାଙ୍କ ଆଜ୍ଞା ପାଳନ କରୁ, ସେତେବେଳେ ତଦ୍ୱାରା ଜାଣି ପାରୁ ଯେ, ଆମ୍ଭେମାନେ ଈଶ୍ବରଙ୍କ ସନ୍ତାନମାନଙ୍କୁ ପ୍ରେମ କରୁଅଛୁ। Gade chapit laପବିତ୍ର ବାଇବଲ (Re-edited) - (BSI)2 ଆମ୍ଭେମାନେ ଯେତେବେଳେ ଈଶ୍ଵରଙ୍କୁ ପ୍ରେମ କରୁ ଓ ତାହାଙ୍କ ଆଜ୍ଞା ପାଳନ କରୁ, ସେତେବେଳେ ତଦ୍ଦ୍ଵାରା ଜାଣି ପାରୁ ଯେ, ଆମ୍ଭେମାନେ ଈଶ୍ଵରଙ୍କ ସନ୍ତାନମାନଙ୍କୁ ପ୍ରେମ କରୁଅଛୁ। Gade chapit laଓଡିଆ ବାଇବେଲ2 ଆମ୍ଭେମାନେ ଯେତେବେଳେ ଈଶ୍ୱରଙ୍କୁ ପ୍ରେମ କରୁ ଓ ତାହାଙ୍କ ଆଜ୍ଞା ପାଳନ କରୁ, ସେତେବେଳେ ତଦ୍ୱାରା ଜାଣି ପାରୁ ଯେ, ଆମ୍ଭେମାନେ ଈଶ୍ୱରଙ୍କ ସନ୍ତାନମାନଙ୍କୁ ପ୍ରେମ କରୁଅଛୁ । Gade chapit laପବିତ୍ର ବାଇବଲ (CL) NT (BSI)2 ଈଶ୍ବରଙ୍କ ସନ୍ତାନମାନଙ୍କ ପ୍ରତି ଆମର ପ୍ରେମ କରି ତାଙ୍କର ଆଜ୍ଞାନୁବର୍ତ୍ତୀ ହେଉ। Gade chapit laପବିତ୍ର ବାଇବଲ2 ଆମ୍ଭେ ପରମେଶ୍ୱରଙ୍କ ସନ୍ତାନମାନଙ୍କୁ ପ୍ରେମ କରୁ ବୋଲି କିପରି ଜାଣିପାରୁ? ଆମ୍ଭେ ପରମେଶ୍ୱରଙ୍କୁ ପ୍ରେମ କରୁ ଓ ତାହାଙ୍କର ଆଜ୍ଞା ପାଳନ କରୁଥିବାରୁ ଜାଣିପାରୁ ଯେ, ଆମ୍ଭେ ପରମେଶ୍ୱରଙ୍କ ସନ୍ତାନ ଅଟୁ। Gade chapit la |