1 ରାଜାବଳୀ 1:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ଦାଉଦ ରାଜା ବୃଦ୍ଧ ଓ ଗତବୟସ୍କ ହେଲେ; ତହିଁରେ ଲୋକମାନେ ତାଙ୍କୁ ଅନେକ ବସ୍ତ୍ର ଘୋଡ଼ାଇଲେ, ମାତ୍ର ସେ କିଛି ଉଷ୍ଣତା ପାଇଲେ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ଦାଉଦ ରାଜା ବୃଦ୍ଧ ଓ ଗତବୟସ୍କ ହେଲେ; ତହିଁରେ ଲୋକମାନେ ତାଙ୍କୁ ଅନେକ ବସ୍ତ୍ର ଘୋଡ଼ାଇଲେ, ମାତ୍ର ସେ କିଛି ଉଷ୍ଣତା ପାଇଲେ ନାହିଁ। Gade chapit laଓଡିଆ ବାଇବେଲ1 ଏଥିଉତ୍ତାରେ ଦାଉଦ ରାଜା ବୃଦ୍ଧ ଓ ଗତବୟସ୍କ ହେଲେ; ତହିଁରେ ଲୋକମାନେ ତାଙ୍କୁ ଅନେକ ବସ୍ତ୍ର ଘୋଡ଼ାଇଲେ, ମାତ୍ର ସେ କିଛି ଉଷ୍ଣତା ପାଇଲେ ନାହିଁ। Gade chapit laପବିତ୍ର ବାଇବଲ1 ରାଜା ଦାଉଦ ଅତ୍ୟନ୍ତ ବୃଦ୍ଧ ହେଲେ। ତାଙ୍କର ପରିଗ୍ଭରକଗଣ ତାଙ୍କୁ ଉଷ୍ଣ କରିବା ପାଇଁ ବହୁତ କମ୍ବଳ ଓ ବହୁ ବସ୍ତ୍ରରେ ଆଚ୍ଛାଦାନ କଲେ। କିନ୍ତୁ ସେ କିଛି ଉଷ୍ଣତା ପାଇଲେ ନାହିଁ। Gade chapit la |