Biblia Todo Logo
Bib sou entènèt

- Piblisite -




1 ରାଜାବଳୀ 1:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଏଥିରେ ବତ୍‍ଶେବା କୋଠରି ଭିତରେ ରାଜାଙ୍କ ନିକଟକୁ ଗଲା; ସେହି ସମୟରେ ରାଜା ଅତି ବୃଦ୍ଧ ଥିଲେ; ଆଉ ଶୁନେମୀୟା ଅବୀଶଗ ରାଜାଙ୍କର ପରିଚର୍ଯ୍ୟା କରୁଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଏଥିରେ ବତ୍ଶେବା କୋଠରି ଭିତରେ ରାଜାଙ୍କ ନିକଟକୁ ଗଲା; ସେସମୟରେ ରାଜା ଅତି ବୃଦ୍ଧ ଥିଲେ; ଆଉ ଶୁନେମୀୟା ଅବୀଶଗ ରାଜାଙ୍କର ପରିଚର୍ଯ୍ୟା କରୁଥିଲା।

Gade chapit la Kopi

ଓଡିଆ ବାଇବେଲ

15 ଏଥିରେ ବତ୍‍ଶେବା କୋଠରି ଭିତରେ ରାଜାଙ୍କ ନିକଟକୁ ଗଲା; ସେହି ସମୟରେ ରାଜା ଅତି ବୃଦ୍ଧ ଥିଲେ; ଆଉ ଶୁନେମୀୟା ଅବୀଶଗ ରାଜାଙ୍କର ପରିଚର୍ଯ୍ୟା କରୁଥିଲା।

Gade chapit la Kopi

ପବିତ୍ର ବାଇବଲ

15 ଏଥିରେ ବ‌ତ୍‌ଶେବା ଶୟନାଗାର ଭିତରକୁ ଯାଇ ରାଜାଙ୍କୁ ଦେଖିଲେ। ସେତେବେଳେ ରାଜା ଅତ୍ୟନ୍ତ ବୃଦ୍ଧ ଥିଲେ। ଶୁନେମୀୟା ଯୁବତୀ ଅବୀଶଗ ରାଜାଙ୍କର ପରିଚର୍ଯ୍ୟା କରୁଥିଲା।

Gade chapit la Kopi




1 ରାଜାବଳୀ 1:15
4 Referans Kwoze  

ଏଥିଉତ୍ତାରେ ଦାଉଦ ରାଜା ବୃଦ୍ଧ ଓ ଗତବୟସ୍କ ହେଲେ; ତହିଁରେ ଲୋକମାନେ ତାଙ୍କୁ ଅନେକ ବସ୍ତ୍ର ଘୋଡ଼ାଇଲେ, ମାତ୍ର ସେ କିଛି ଉଷ୍ଣତା ପାଇଲେ ନାହିଁ।


ତହିଁରେ ଲୋକମାନେ ଇସ୍ରାଏଲର ସମସ୍ତ ଅଞ୍ଚଳରେ ସୁନ୍ଦରୀ କନ୍ୟାର ଅନ୍ୱେଷଣ କରି ଶୁନେମୀୟା ଅବୀଶଗ ନାମକ ଏକ କନ୍ୟାକୁ ପାଇ ରାଜାଙ୍କ ନିକଟକୁ ଆଣିଲେ।


ଦେଖ, ତୁମ୍ଭେ ରାଜାଙ୍କ ସଙ୍ଗେ କଥାବାର୍ତ୍ତା କରୁଥିବା ବେଳେ ମୁଁ ମଧ୍ୟ ତୁମ୍ଭ ପଛେ ଯାଇ ତୁମ୍ଭ କଥା ଦୃଢ଼ କରିବି।”


ତହୁଁ ବତ୍‍ଶେବା ନଇଁପଡ଼ି ରାଜାଙ୍କୁ ପ୍ରଣାମ କଲା। ତହିଁରେ ରାଜା ପଚାରିଲେ, “ତୁମ୍ଭେ କଅଣ ଇଚ୍ଛା କରୁଅଛ?”


Swiv nou:

Piblisite


Piblisite