Biblia Todo Logo
Bib sou entènèt

- Piblisite -




1 ରାଜାବଳୀ 1:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ମାତ୍ର, ଏବେ ଦେଖନ୍ତୁ, ଅଦୋନୀୟ ରାଜ୍ୟ କରୁଅଛି, ଆଉ ମୋʼ ପ୍ରଭୁ ମହାରାଜ ତାହା ଜାଣନ୍ତି ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ମାତ୍ର ଏବେ ଦେଖନ୍ତୁ, ଅଦୋନୀୟ ରାଜ୍ୟ କରୁଅଛି, ଆଉ ମୋʼ ପ୍ରଭୁ ମହାରାଜ ତାହା ଜାଣନ୍ତି ନାହିଁ।

Gade chapit la Kopi

ଓଡିଆ ବାଇବେଲ

18 ମାତ୍ର, ଏବେ ଦେଖନ୍ତୁ, ଅଦୋନୀୟ ରାଜ୍ୟ କରୁଅଛି, ଆଉ ମୋ’ ପ୍ରଭୁ ମହାରାଜ ତାହା ଜାଣନ୍ତି ନାହିଁ।

Gade chapit la Kopi

ପବିତ୍ର ବାଇବଲ

18 ମାତ୍ର ବର୍ତ୍ତମାନ ଆପଣଙ୍କ ଅଜ୍ଞାତରେ ଅଦୋନିୟ ରାଜ୍ୟ କରୁଅଛି। ଅଥଚ ଆପଣ ଜାଣନ୍ତି ନାହିଁ।

Gade chapit la Kopi




1 ରାଜାବଳୀ 1:18
8 Referans Kwoze  

ପୁଣି, ନାଥନ କହିଲେ, “ହେ ମୋହର ପ୍ରଭୋ ମହାରାଜ, ମୋʼ ଉତ୍ତାରେ ଅଦୋନୀୟ ରାଜ୍ୟ କରିବ ଓ ମୋʼ ସିଂହାସନରେ ବସିବ, ଏହା କଅଣ ଆପଣ କହିଅଛନ୍ତି?”


ଆଉ ଏବେ, ହେ ଭାଇମାନେ, ଆପଣମାନଙ୍କ ଅଧ୍ୟକ୍ଷମାନେ ଯେପରି, ଆପଣମାନେ ମଧ୍ୟ ସେପରି ଅଜ୍ଞାନତା ହେତୁ ଏହା କରିଅଛନ୍ତି ବୋଲି ମୁଁ ଜାଣେ।


ଏହି କର୍ମ କି ମୋʼ ପ୍ରଭୁ ମହରାଜଙ୍କ ଦ୍ୱାରା ହେଲା, ଆଉ ମୋʼ ପ୍ରଭୁ ମହାରାଜଙ୍କ ସିଂହାସନରେ ତାଙ୍କ ଉତ୍ତାରେ କିଏ ବସିବ, ଏହା ଆପଣ ନିଜ ଦାସମାନଙ୍କୁ ଜଣାଇ ନାହାନ୍ତି?


ଏଥିରେ ନାଥନ ଶଲୋମନଙ୍କର ମାତା ବତ୍‍ଶେବାକୁ କହିଲେ, “ଆମ୍ଭମାନଙ୍କ ପ୍ରଭୁ ଦାଉଦଙ୍କ ଅଜ୍ଞାତସାରରେ ହଗୀତର ପୁତ୍ର ଅଦୋନୀୟ ରାଜା ହୋଇଅଛି, ଏହା କʼଣ ତୁମ୍ଭେ ଶୁଣି ନାହଁ?


ଏହି ସମୟରେ ହଗୀତର ପୁତ୍ର ଅଦୋନୀୟ ଆପଣାକୁ ବଡ଼ କରି କହିଲା, “ମୁଁ ରାଜା ହେବି,” ଏଣୁ ସେ ଆପଣା ପାଇଁ ରଥ ଓ ଅଶ୍ୱାରୋହୀଗଣ ଓ ଆପଣା ଆଗେ ଆଗେ ଦୌଡ଼ିବା ପାଇଁ ପଚାଶ ଜଣ ଦେହରକ୍ଷୀକୁ ପ୍ରସ୍ତୁତ କଲେ।


ମାତ୍ର ଅବଶାଲୋମ ସମୁଦାୟ ଇସ୍ରାଏଲ ବଂଶ ନିକଟକୁ ଗୁପ୍ତଚର ପଠାଇ କହିଥିଲା, “ତୁମ୍ଭେମାନେ ତୂରୀଧ୍ୱନି ଶୁଣିବା କ୍ଷଣେ ‘ଅବଶାଲୋମ ହିବ୍ରୋଣରେ ରାଜା ହେଲେ’ ବୋଲି କହିବ।”


ଏଥିରେ ସେ ତାଙ୍କୁ କହିଲା, “ହେ ମୋହର ପ୍ରଭୋ, ଆପଣ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ନାମରେ ଆପଣା ଦାସୀ ନିକଟରେ ଶପଥ କରିଥିଲେ ଯେ, ମୋʼ ଉତ୍ତାରେ ତୁମ୍ଭ ପୁତ୍ର ଶଲୋମନ ନିଶ୍ଚୟ ରାଜ୍ୟ କରିବ ଓ ସେ ମୋʼ ସିଂହାସନରେ ବସିବ।”


ଆଉ, ସେ ଅନେକ ବୃଷ, ପୁଷ୍ଟ ପଶୁ ଓ ମେଷ ମାରି ମହାରାଜଙ୍କ ସମସ୍ତ ପୁତ୍ରଙ୍କୁ ଓ ଅବୀୟାଥର ଯାଜକଙ୍କୁ ଓ ଯୋୟାବ ସେନାପତିଙ୍କୁ ନିମନ୍ତ୍ରଣ କରିଅଛନ୍ତି; ମାତ୍ର, ଆପଣଙ୍କ ଦାସ ଶଲୋମନକୁ ନିମନ୍ତ୍ରଣ କରି ନାହିଁ।


Swiv nou:

Piblisite


Piblisite