Biblia Todo Logo
Bib sou entènèt

- Piblisite -




1 ରାଜାବଳୀ 1:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଆଉ, ସେ ଅନେକ ବୃଷ, ପୁଷ୍ଟ ପଶୁ ଓ ମେଷ ମାରି ମହାରାଜଙ୍କ ସମସ୍ତ ପୁତ୍ରଙ୍କୁ ଓ ଅବୀୟାଥର ଯାଜକଙ୍କୁ ଓ ଯୋୟାବ ସେନାପତିଙ୍କୁ ନିମନ୍ତ୍ରଣ କରିଅଛନ୍ତି; ମାତ୍ର, ଆପଣଙ୍କ ଦାସ ଶଲୋମନକୁ ନିମନ୍ତ୍ରଣ କରି ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ଆଉ ସେ ଅନେକ ବୃଷ ଓ ପୁଷ୍ଟ ପଶୁ ଓ ମେଷ ମାରି ମହାରାଜଙ୍କ ସମସ୍ତ ପୁତ୍ରଙ୍କୁ ଓ ଅବୀୟାଥର ଯାଜକକୁ ଓ ଯୋୟାବ ସେନାପତିକି ନିମନ୍ତ୍ରଣ କରିଅଛି; ମାତ୍ର ଆପଣଙ୍କ ଦାସ ଶଲୋମନକୁ ନିମନ୍ତ୍ରଣ କରି ନାହିଁ।

Gade chapit la Kopi

ଓଡିଆ ବାଇବେଲ

19 ଆଉ, ସେ ଅନେକ ବୃଷ, ପୁଷ୍ଟ ପଶୁ ଓ ମେଷ ମାରି ମହାରାଜଙ୍କ ସମସ୍ତ ପୁତ୍ରଙ୍କୁ ଓ ଅବୀୟାଥର ଯାଜକଙ୍କୁ ଓ ଯୋୟାବ ସେନାପତିଙ୍କୁ ନିମନ୍ତ୍ରଣ କରିଅଛନ୍ତି; ମାତ୍ର, ଆପଣଙ୍କ ଦାସ ଶଲୋମନକୁ ନିମନ୍ତ୍ରଣ କରି ନାହିଁ।

Gade chapit la Kopi

ପବିତ୍ର ବାଇବଲ

19 ଆଉ ସେ ଅନେକ ମେଷ, ବୃଷ ଓ ପୁଷ୍ଟ ପଶୁ ମାରି ମହାରାଜାଙ୍କ ସମସ୍ତ ପୁତ୍ରମାନଙ୍କୁ, ଅବିୟାଥର ଯାଜକଙ୍କୁ ଓ ଯୋୟାବ ସେନାପତିଙ୍କୁ ନିମନ୍ତ୍ରଣ କରିଅଛି, ମାତ୍ର ଆପଣଙ୍କ ବିଶ୍ୱସ୍ତ ପୁତ୍ର ଶଲୋମନଙ୍କୁ ଡାକି ନାହିଁ।

Gade chapit la Kopi




1 ରାଜାବଳୀ 1:19
5 Referans Kwoze  

କାରଣ, ସେ ଆଜି ଯାଇ ଅନେକ ବୃଷ, ପୁଷ୍ଟ ପଶୁ ଓ ମେଷ ମାରି ରାଜପୁତ୍ର ସମସ୍ତଙ୍କୁ ଓ ସେନାପତିମାନଙ୍କୁ ଓ ଅବୀୟାଥର ଯାଜକଙ୍କୁ ନିମନ୍ତ୍ରଣ କରିଅଛନ୍ତି; ଆଉ ଦେଖନ୍ତୁ, ସେମାନେ ତାହା ସାକ୍ଷାତରେ ଭୋଜନପାନ କରି କହୁଅଛନ୍ତି, ଅଦୋନୀୟ ରାଜା ଚିରଜୀବୀ ହେଉନ୍ତୁ।


ପୁଣି, ଥରେ ସେ ଅନ୍ୟ ଦାସମାନଙ୍କୁ ପଠାଇ କହିଲେ, ‘ନିମନ୍ତ୍ରିତ ଲୋକମାନଙ୍କୁ କୁହ, ଦେଖନ୍ତୁ, ଆମ୍ଭେ ଆପଣା ଭୋଜ ପ୍ରସ୍ତୁତ କରିଅଛୁ, ଆମ୍ଭର ବୃଷ ଓ ହୃଷ୍ଟପୁଷ୍ଟ ପଶୁଗୁଡ଼ିକ ମରାଯାଇଅଛି, ସମସ୍ତ ହିଁ ପ୍ରସ୍ତୁତ, ଆପଣମାନେ ବିବାହ ଉତ୍ସବକୁ ଆସନ୍ତୁ,’


ମାତ୍ର, ଏବେ ଦେଖନ୍ତୁ, ଅଦୋନୀୟ ରାଜ୍ୟ କରୁଅଛି, ଆଉ ମୋʼ ପ୍ରଭୁ ମହାରାଜ ତାହା ଜାଣନ୍ତି ନାହିଁ।


ପୁଣି, ହେ ମୋହର ପ୍ରଭୋ, ମହାରାଜ, ମୋହର ପ୍ରଭୁ ମହାରାଜଙ୍କ ସିଂହାସନରେ ତାଙ୍କ ଉତ୍ତାରେ କିଏ ବସିବ, ଏହା ଯେପରି ଆପଣ ସମଗ୍ର ଇସ୍ରାଏଲକୁ କହିବେ, ଏଥିପାଇଁ ସେମାନଙ୍କ ଦୃଷ୍ଟି ଆପଣଙ୍କ ଉପରେ ଅଛି।


Swiv nou:

Piblisite


Piblisite