Biblia Todo Logo
Bib sou entènèt

- Piblisite -




1 ରାଜାବଳୀ 1:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ଆଉ, ସେ ରାଜାଙ୍କ ସହିତ କଥାବାର୍ତ୍ତା କରୁଥିବା ସମୟରେ, ଦେଖ, ନାଥନ ଭବିଷ୍ୟଦ୍‍ବକ୍ତା ଉପସ୍ଥିତ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ଆଉ ସେ ରାଜାଙ୍କ ସହିତ କଥାବାର୍ତ୍ତା କରୁଥିବା ସମୟରେ, ଦେଖ, ନାଥନ ଭବିଷ୍ୟଦ୍ବକ୍ତା ଉପସ୍ଥିତ ହେଲେ।

Gade chapit la Kopi

ଓଡିଆ ବାଇବେଲ

22 ଆଉ, ସେ ରାଜାଙ୍କ ସହିତ କଥାବାର୍ତ୍ତା କରୁଥିବା ସମୟରେ, ଦେଖ, ନାଥନ ଭବିଷ୍ୟଦ୍‍ବକ୍ତା ଉପସ୍ଥିତ ହେଲେ।

Gade chapit la Kopi

ପବିତ୍ର ବାଇବଲ

22 ବ‌ତ୍‌ଶେବା ରାଜାଙ୍କ ସହିତ କଥାବାର୍ତ୍ତା କରୁଥିବା ବେଳେ ଭବିଷ୍ୟ‌ଦ୍‌ବକ୍ତା ନାଥନ ସେଠାରେ ଉପସ୍ଥିତ ହେଲେ।

Gade chapit la Kopi




1 ରାଜାବଳୀ 1:22
6 Referans Kwoze  

ଏହିରୂପେ ମୁଁ ନିବେଦନ ଓ ପ୍ରାର୍ଥନା କରୁଥିଲି, ପୁଣି ମୋʼ ର ପାପ ଓ ମୋʼ ର ଇସ୍ରାଏଲ ଲୋକଙ୍କର ପାପ ସ୍ୱୀକାର କରୁଥିଲି, ଆଉ ମୋʼ ପରମେଶ୍ୱରଙ୍କ ପବିତ୍ର ପର୍ବତ ନିମନ୍ତେ ସଦାପ୍ରଭୁ ମୋʼ ପରମେଶ୍ୱରଙ୍କ ଛାମୁରେ ଆପଣା ନିବେଦନ ଉତ୍ସର୍ଗ କରୁଥିଲି;


ଏହି କଥା କହୁ କହୁ ଅବ୍ରହାମଙ୍କର ନାହୋର ନାମକ ଭ୍ରାତାର ଭାର୍ଯ୍ୟା ମିଲ୍କାର ପୁତ୍ର ଯେ ବଥୂୟେଲ, ତାହାର କନ୍ୟା ରିବିକା ସ୍କନ୍ଧରେ କଳସ ଘେନି ବାହାରି ଆସିଲା।


ରାଜା ନାଥନ ଭବିଷ୍ୟଦ୍‍ବକ୍ତାଙ୍କୁ କହିଲେ, “ଦେଖ, ଏବେ ମୁଁ ଏରସ କାଷ୍ଠରେ ନିର୍ମିତ ଗୃହରେ ବାସ କରୁଅଛି, ମାତ୍ର ପରମେଶ୍ୱରଙ୍କ ସିନ୍ଦୁକ ପରଦା ପଛରେ ବାସ କରୁଅଛି।”


ନୋହିଲେ ମୋʼ ପ୍ରଭୁ ମହାରାଜ ଆପଣା ପିତୃଲୋକମାନଙ୍କ ସହିତ ଶୟନ କଲା ଉତ୍ତାରେ ମୁଁ ଓ ମୋʼ ପୁତ୍ର ଶଲୋମନ ଦୋଷୀ ଗଣିତ ହେବୁ।


ଏଣୁ, ସେମାନେ ରାଜାଙ୍କୁ କହିଲେ, “ଦେଖନ୍ତୁ, ଏହି ନାଥନ ଭବିଷ୍ୟଦ୍‍ବକ୍ତା। ତହିଁରେ ସେ ରାଜାଙ୍କ ସମ୍ମୁଖକୁ ଆସି ଭୂମିଷ୍ଠ ହୋଇ ରାଜାଙ୍କୁ ପ୍ରଣାମ କଲେ।”


Swiv nou:

Piblisite


Piblisite