1 ରାଜାବଳୀ 1:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ପୁଣି, ନାଥନ କହିଲେ, “ହେ ମୋହର ପ୍ରଭୋ ମହାରାଜ, ମୋʼ ଉତ୍ତାରେ ଅଦୋନୀୟ ରାଜ୍ୟ କରିବ ଓ ମୋʼ ସିଂହାସନରେ ବସିବ, ଏହା କଅଣ ଆପଣ କହିଅଛନ୍ତି?” Gade chapit laପବିତ୍ର ବାଇବଲ (Re-edited) - (BSI)24 ପୁଣି ନାଥନ କହିଲେ, ହେ ମୋହର ପ୍ରଭୋ ମହାରାଜ, ମୋʼଉତ୍ତାରେ ଅଦୋନୀୟ ରାଜ୍ୟ କରିବ ଓ ମୋʼ ସିଂହାସନରେ ବସିବ, ଏହା କଅଣ ଆପଣ କହିଅଛନ୍ତି? Gade chapit laଓଡିଆ ବାଇବେଲ24 ପୁଣି, ନାଥନ କହିଲେ, “ହେ ମୋହର ପ୍ରଭୁ ମହାରାଜ, ମୋ’ ଉତ୍ତାରେ ଅଦୋନୀୟ ରାଜ୍ୟ କରିବ ଓ ମୋ’ ସିଂହାସନରେ ବସିବ, ଏହା କଅଣ ଆପଣ କହିଅଛନ୍ତି ?” Gade chapit laପବିତ୍ର ବାଇବଲ24 ନାଥନ କହିଲେ, ହେ” ମୋର ମହାରାଜ, ଆପଣ କ’ଣ ଘୋଷଣା କରିଛନ୍ତି କି ଆପଣଙ୍କ ପରେ ଅଦୋନିୟ ରାଜ୍ୟ କରିବେ ଓ ଆପଣଙ୍କ ସିଂହାସନକୁ ଅଧିକାର କରିବେ? Gade chapit la |