1 ରାଜାବଳୀ 1:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ଏଥିରେ ଦାଉଦ ରାଜା କହିଲେ, “ସାଦୋକ ଯାଜକଙ୍କୁ ଓ ନାଥନ ଭବିଷ୍ୟଦ୍ବକ୍ତାଙ୍କୁ ଓ ଯିହୋୟାଦାର ପୁତ୍ର ବନାୟକୁ ମୋʼ ନିକଟକୁ ଡାକ।” ଏଣୁ, ସେମାନେ ରାଜାଙ୍କ ସମ୍ମୁଖକୁ ଆସିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)32 ଏଥିରେ ଦାଉଦ ରାଜା କହିଲେ, ସାଦୋକ ଯାଜକକୁ ଓ ନାଥନ ଭବିଷ୍ୟଦ୍ବକ୍ତାଙ୍କୁ ଓ ଯିହୋୟାଦାର ପୁତ୍ର ବନାୟକୁ ମୋʼ କତିକି ଡାକ। ଏଣୁ ସେମାନେ ରାଜାଙ୍କ ସମ୍ମୁଖକୁ ଆସିଲେ। Gade chapit laଓଡିଆ ବାଇବେଲ32 ଏଥିରେ ଦାଉଦ ରାଜା କହିଲେ, “ସାଦୋକ ଯାଜକଙ୍କୁ ଓ ନାଥନ ଭବିଷ୍ୟଦ୍ବକ୍ତାଙ୍କୁ ଓ ଯିହୋୟାଦାର ପୁତ୍ର ବନାୟକୁ ମୋ’ ନିକଟକୁ ଡାକ।” ଏଣୁ, ସେମାନେ ରାଜାଙ୍କ ସମ୍ମୁଖକୁ ଆସିଲେ। Gade chapit laପବିତ୍ର ବାଇବଲ32 ତା'ପରେ ରାଜା ଦାଉଦ କହିଲେ, “ସାଦୋକ ଯାଜକକୁ, ନାଥନ ଭବିଷ୍ୟଦ୍ବକ୍ତାଙ୍କୁ ଓ ଯିହୋୟାଦାର ପୁତ୍ର ବନାୟକୁ ମୋ’ ନିକଟକୁ ଡାକ।” ଏଣୁ ସେ ତିନି ଜଣ ରାଜାଙ୍କ ସମ୍ମୁଖକୁ ଆସିଲେ। Gade chapit la |