1 ରାଜାବଳୀ 1:39 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT39 ପୁଣି, ସାଦୋକ ଯାଜକ ତମ୍ବୁ ମଧ୍ୟରୁ ତୈଳପୂର୍ଣ୍ଣ ଶୃଙ୍ଗ ନେଇ ଶଲୋମନଙ୍କୁ ଅଭିଷେକ କଲେ। ତହୁଁ ଲୋକମାନେ ତୂରୀ ବଜାନ୍ତେ, ସମସ୍ତେ କହିଲେ, “ଶଲୋମନ ରାଜା ଚିରଜୀବୀ ହେଉନ୍ତୁ।” Gade chapit laପବିତ୍ର ବାଇବଲ (Re-edited) - (BSI)39 ପୁଣି ସାଦୋକ ଯାଜକ ତମ୍ଵୁ ମଧ୍ୟରୁ ତୈଳପୂର୍ଣ୍ଣ ଶୃଙ୍ଗ ନେଇ ଶଲୋମନଙ୍କୁ ଅଭିଷେକ କଲା। ତହୁଁ ଲୋକମାନେ ତୂରୀ ବଜାନ୍ତେ, ସମସ୍ତେ କହିଲେ, ଶଲୋମନ ରାଜା ଚିରଜୀବୀ ହେଉନ୍ତୁ। Gade chapit laଓଡିଆ ବାଇବେଲ39 ପୁଣି, ସାଦୋକ ଯାଜକ ତମ୍ବୁ ମଧ୍ୟରୁ ତୈଳପୂର୍ଣ୍ଣ ଶୃଙ୍ଗ ନେଇ ଶଲୋମନଙ୍କୁ ଅଭିଷେକ କଲେ। ତହୁଁ ଲୋକମାନେ ତୂରୀ ବଜାନ୍ତେ, ସମସ୍ତେ କହିଲେ, “ଶଲୋମନ ରାଜା ଚିରଜୀବୀ ହେଉନ୍ତୁ।” Gade chapit laପବିତ୍ର ବାଇବଲ39 ପୁଣି ଯାଜକ ସାଦୋକ ପବିତ୍ର ତମ୍ବୁ ମଧ୍ୟରୁ ଶିଙ୍ଗାଏ ପବିତ୍ର ତୈଳ ନେଇ ଶଲୋମନଙ୍କୁ ଅଭିଷେକ କଲେ। ତା'ପରେ ସେମାନେ ଉଚ୍ଚ ସ୍ୱରରେ ତୂରୀ ବଜାଇଲେ ଏବଂ ସମସ୍ତ ଲୋକମାନେ ଉଚ୍ଚ ସ୍ୱରରେ କହିଲେ, “ରାଜା ଶଲୋମନ ଚିରଜୀବି ହୁଅନ୍ତୁ।” Gade chapit la |
ଆଉ, ସେ ଦୃଷ୍ଟିପାତ କରନ୍ତେ, ଦେଖ, ରାଜା ଦ୍ୱାର-ପ୍ରବେଶ ସ୍ଥାନରେ ଆପଣା ସ୍ତମ୍ଭ ନିକଟରେ ଠିଆ ହୋଇଅଛନ୍ତି ଓ ରାଜାଙ୍କ ନିକଟରେ ସେନାପତିମାନେ ଅଛନ୍ତି ଓ ତୂରୀ ଅଛି; ପୁଣି ଦେଶର ସମଗ୍ର ଲୋକ ଆନନ୍ଦ କରୁଅଛନ୍ତି ଓ ତୂରୀ ବଜାଉଅଛନ୍ତି; ମଧ୍ୟ ଗାୟକମାନେ ବାଦ୍ୟଯନ୍ତ୍ର ବଜାଇ ପ୍ରଶଂସା ଗାନ କରୁଅଛନ୍ତି। ଏଥିରେ ଅଥଲୀୟା ଆପଣା ବସ୍ତ୍ର ଚିରି ରାଜଦ୍ରୋହ, ରାଜଦ୍ରୋହ ବୋଲି ଡାକ ପକାଇଲେ।