1 ରାଜାବଳୀ 1:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ସେହି ଯୁବତୀ ଅତି ସୁନ୍ଦରୀ ଥିଲା ଓ ସେ ରାଜାଙ୍କର ସେବା ଓ ପରିଚର୍ଯ୍ୟା କଲା; ମାତ୍ର ରାଜା ତାହାର ସହବାସ କଲେ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)4 ସେହି ଯୁବତୀ ଅତି ସୁନ୍ଦରୀ ଥିଲା ଓ ସେ ରାଜାଙ୍କର ସେବା ଓ ପରିଚର୍ଯ୍ୟା କଲା; ମାତ୍ର ରାଜା ତାହାର ସହବାସ କଲେ ନାହିଁ। Gade chapit laଓଡିଆ ବାଇବେଲ4 ସେହି ଯୁବତୀ ଅତି ସୁନ୍ଦରୀ ଥିଲା ଓ ସେ ରାଜାଙ୍କର ସେବା ଓ ପରିଚର୍ଯ୍ୟା କଲା; ମାତ୍ର ରାଜା ତାହାର ସହବାସ କଲେ ନାହିଁ। Gade chapit laପବିତ୍ର ବାଇବଲ4 ସେହି ଯୁବତୀ ଅତି ସୁନ୍ଦରୀ ଥିଲା। ସେ ରାଜାଙ୍କର ସେବା ଓ ପରିଚର୍ଯ୍ୟା କଲା। ମାତ୍ର ରାଜା ଦାଉଦ ତା’ ସହିତ ଯୌନ ସମ୍ପର୍କ ରଖିଲେ ନାହିଁ। Gade chapit la |