1 ରାଜାବଳୀ 1:40 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT40 ଆଉ, ସମସ୍ତ ଲୋକ ତାହାଙ୍କ ପଛେ ପଛେ ଉଠି ଆସିଲେ ଓ ଲୋକମାନେ ବଂଶୀ ବଜାଇ ଏପରି ମହାହର୍ଷନାଦ କଲେ ଯେ, ସେମାନଙ୍କ ଶବ୍ଦରେ ପୃଥିବୀ ବିଦୀର୍ଣ୍ଣ ହେଲା। Gade chapit laପବିତ୍ର ବାଇବଲ (Re-edited) - (BSI)40 ଆଉ ସମସ୍ତ ଲୋକ ତାହା ପଛେ ପଛେ ଉଠି ଆସିଲେ ଓ ଲୋକମାନେ ବଂଶୀ ବଜାଇ ଏପରି ମହାହର୍ଷନାଦ କଲେ ଯେ, ସେମାନଙ୍କ ଶଦ୍ଦରେ ପୃଥିବୀ ବିଦୀର୍ଣ୍ଣ ହେଲା। Gade chapit laଓଡିଆ ବାଇବେଲ40 ଆଉ, ସମସ୍ତ ଲୋକ ତାହାଙ୍କ ପଛେ ପଛେ ଉଠି ଆସିଲେ ଓ ଲୋକମାନେ ବଂଶୀ ବଜାଇ ଏପରି ମହାହର୍ଷନାଦ କଲେ ଯେ, ସେମାନଙ୍କ ଶବ୍ଦରେ ପୃଥିବୀ ବିଦୀର୍ଣ୍ଣ ହେଲା। Gade chapit laପବିତ୍ର ବାଇବଲ40 ତତ୍ପରେ ସମସ୍ତ ଲୋକ ଶଲୋମନଙ୍କ ପଛେ ପଛେ ନଗରକୁ ଗଲେ। ସେମାନେ ବହୁତ ଖୁସୀ ଥିଲେ ଓ ବଂଶୀ ବାଦନ କରି ଏପରି ମହାହର୍ଷନାଦ କଲେ ଯେ ପୃଥିବୀ ପ୍ରକମ୍ପିତ ହେଲା। Gade chapit la |