1 ରାଜାବଳୀ 1:41 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT41 ପୁଣି, ଅଦୋନୀୟ ଓ ତାହାର ସଙ୍ଗୀ ନିମନ୍ତ୍ରିତ ସମସ୍ତ ଲୋକ ଭୋଜନ ଶେଷ କରିବା ସମୟରେ ତାହା ଶୁଣିଲେ। ଆଉ, ଯୋୟାବ ତୂରୀ ଶବ୍ଦ ଶୁଣି ପଚାରିଲା, ନଗରରେ ଏହି କୋଳାହଳ ଶବ୍ଦ କାହିଁକି ହେଉଅଛି? Gade chapit laପବିତ୍ର ବାଇବଲ (Re-edited) - (BSI)41 ପୁଣି ଅଦୋନୀୟ ଓ ତାହାର ସଙ୍ଗୀ ନିମନ୍ତ୍ରିତ ସମସ୍ତ ଲୋକ ଭୋଜନ ଶେଷ କରିବା ସମୟରେ ତାହା ଶୁଣିଲେ। ଆଉ ଯୋୟାବ ତୂରୀ ଶଦ୍ଦ ଶୁଣି ପଚାରିଲା, ନଗରରେ ଏହି କୋଳାହଳ ଶଦ୍ଦ କାହିଁକି ହେଉଅଛି? Gade chapit laଓଡିଆ ବାଇବେଲ41 ପୁଣି, ଅଦୋନୀୟ ଓ ତାହାର ସଙ୍ଗୀ ନିମନ୍ତ୍ରିତ ସମସ୍ତ ଲୋକ ଭୋଜନ ଶେଷ କରିବା ସମୟରେ ତାହା ଶୁଣିଲେ। ଆଉ, ଯୋୟାବ ତୂରୀ ଶବ୍ଦ ଶୁଣି ପଚାରିଲା, ନଗରରେ ଏହି କୋଳାହଳ ଶବ୍ଦ କାହିଁକି ହେଉଅଛି ? Gade chapit laପବିତ୍ର ବାଇବଲ41 ଏହି ସମୟରେ ଅଦୋନିୟ ଓ ତାହାର ସମସ୍ତ ନିମନ୍ତ୍ରିତ ଅତୀଥି ଭୋଜନ ସମାପ୍ତ କରିବା ସମୟରେ ସେମାନେ ତୂରୀ ଶବ୍ଦ ଶୁଣିଲେ। ଯୋୟାବ ପଗ୍ଭରିଲେ, “ନଗରରେ ଏହି କୋଳାହଳ ଶବ୍ଦ କାହିଁକି ହେଉଅଛି?” Gade chapit la |