1 ରାଜାବଳୀ 1:42 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT42 ସେ ଏପରି କହୁଥିବା ସମୟରେ, ଦେଖ, ଅବୀୟାଥର ଯାଜକର ପୁତ୍ର ଯୋନାଥନ ଉପସ୍ଥିତ ହେଲା; ତହିଁରେ ଅଦୋନୀୟ କହିଲା, “ଭିତରକୁ ଆସ; କାରଣ ତୁମ୍ଭେ ଯୋଗ୍ୟ ପୁରୁଷ ଓ ସୁସମାଚାର ଆଣିଥିବ।” Gade chapit laପବିତ୍ର ବାଇବଲ (Re-edited) - (BSI)42 ସେ ଏପରି କହୁଥିବା ସମୟରେ, ଦେଖ, ଅବୀୟାଥର ଯାଜକର ପୁତ୍ର ଯୋନାଥନ ଉପସ୍ଥିତ ହେଲା; ତହିଁରେ ଅଦୋନୀୟ କହିଲା, ଭିତରକୁ ଆସ; କାରଣ ତୁମ୍ଭେ ଯୋଗ୍ୟ ପୁରୁଷ ଓ ସୁସମାଚାର ଆଣିଥିବ। Gade chapit laଓଡିଆ ବାଇବେଲ42 ସେ ଏପରି କହୁଥିବା ସମୟରେ, ଦେଖ, ଅବୀୟାଥର ଯାଜକର ପୁତ୍ର ଯୋନାଥନ ଉପସ୍ଥିତ ହେଲା; ତହିଁରେ ଅଦୋନୀୟ କହିଲା, “ଭିତରକୁ ଆସ; କାରଣ ତୁମ୍ଭେ ଯୋଗ୍ୟ ପୁରୁଷ ଓ ସୁସମାଚାର ଆଣିଥିବ।” Gade chapit laପବିତ୍ର ବାଇବଲ42 ଯୋୟାବ ଏହିକଥା କହୁଥିବା ବେଳେ ଯାଜକ ଅବିୟାଥରର ପୁତ୍ର ଯୋନାଥନ ସେଠାରେ ପହଞ୍ଚିଲା। ଅଦୋନିୟ, “ଭିତରକୁ ଡାକିଲା, ତୁମ୍ଭେ ଯୋଗ୍ୟ ପୁରୁଷ, ତୁମ୍ଭେ ନିଶ୍ଚିତ ସୁସମାଗ୍ଭର ଆଣିଥିବ।” Gade chapit la |