Biblia Todo Logo
Bib sou entènèt

- Piblisite -




1 ରାଜାବଳୀ 1:43 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

43 ତହିଁରେ ଯୋନାଥନ ଅଦୋନୀୟକୁ ଉତ୍ତର କରି କହିଲା, “ସତ୍ୟ, ଆମ୍ଭମାନଙ୍କ ପ୍ରଭୁ ଦାଉଦ ରାଜା ଶଲୋମନଙ୍କୁ ରାଜା କରିଅଛନ୍ତି;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

43 ତହିଁରେ ଯୋନାଥନ ଅଦୋନୀୟକୁ ଉତ୍ତର କରି କହିଲା, ସତ୍ୟ, ଆମ୍ଭମାନଙ୍କ ପ୍ରଭୁ ଦାଉଦ ରାଜା ଶଲୋମନଙ୍କୁ ରାଜା କରିଅଛନ୍ତି;

Gade chapit la Kopi

ଓଡିଆ ବାଇବେଲ

43 ତହିଁରେ ଯୋନାଥନ ଅଦୋନୀୟକୁ ଉତ୍ତର କରି କହିଲା, “ସତ୍ୟ, ଆମ୍ଭମାନଙ୍କ ପ୍ରଭୁ ଦାଉଦ ରାଜା ଶଲୋମନଙ୍କୁ ରାଜା କରିଅଛନ୍ତି;

Gade chapit la Kopi

ପବିତ୍ର ବାଇବଲ

43 ମାତ୍ର ଯୋନାଥନ ଉତ୍ତର କଲେ, “ଏହା ତୁମ୍ଭ ପାଇଁ ସୁସମାଗ୍ଭର ନୁହେଁ। ରାଜା ଦାଉଦ ଶଲୋମନଙ୍କୁ ନୂଆ ରାଜା କରିଛନ୍ତି।

Gade chapit la Kopi




1 ରାଜାବଳୀ 1:43
2 Referans Kwoze  

ସେ ଏପରି କହୁଥିବା ସମୟରେ, ଦେଖ, ଅବୀୟାଥର ଯାଜକର ପୁତ୍ର ଯୋନାଥନ ଉପସ୍ଥିତ ହେଲା; ତହିଁରେ ଅଦୋନୀୟ କହିଲା, “ଭିତରକୁ ଆସ; କାରଣ ତୁମ୍ଭେ ଯୋଗ୍ୟ ପୁରୁଷ ଓ ସୁସମାଚାର ଆଣିଥିବ।”


ପୁଣି, ରାଜା ସାଦୋକ ଯାଜକଙ୍କୁ, ନାଥନ ଭବିଷ୍ୟଦ୍‍ବକ୍ତାଙ୍କୁ ଓ ଯିହୋୟାଦାର ପୁତ୍ର ବନାୟକୁ, ପୁଣି, କରେଥୀୟ ଓ ପଲେଥୀୟମାନଙ୍କୁ ତାଙ୍କ ସଙ୍ଗେ ପଠାଇଲେ ଓ ସେମାନେ ତାଙ୍କୁ ରାଜାଙ୍କ ନିଜ ଖଚରରେ ଆରୋହଣ କରାଇଲେ;


Swiv nou:

Piblisite


Piblisite