1 ରାଜାବଳୀ 1:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଏହି ସମୟରେ ହଗୀତର ପୁତ୍ର ଅଦୋନୀୟ ଆପଣାକୁ ବଡ଼ କରି କହିଲା, “ମୁଁ ରାଜା ହେବି,” ଏଣୁ ସେ ଆପଣା ପାଇଁ ରଥ ଓ ଅଶ୍ୱାରୋହୀଗଣ ଓ ଆପଣା ଆଗେ ଆଗେ ଦୌଡ଼ିବା ପାଇଁ ପଚାଶ ଜଣ ଦେହରକ୍ଷୀକୁ ପ୍ରସ୍ତୁତ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)5 ଏହି ସମୟରେ ହାଗୀତର ପୁତ୍ର ଅଦୋନୀୟ ଆପଣାକୁ ବଡ଼ କରି କହିଲା, ମୁଁ ରାଜା ହେବି; ଏଣୁ ସେ ଆପଣା ପାଇଁ ରଥ ଓ ଅଶ୍ଵାରୋହୀଗଣ ଓ ଆପଣା ଆଗେ ଆଗେ ଦୌଡ଼ିବା ପାଇଁ ପାଞ୍ଚଶହ ଜଣ ପ୍ରସ୍ତୁତ କଲା। Gade chapit laଓଡିଆ ବାଇବେଲ5 ଏହି ସମୟରେ ହଗୀତର ପୁତ୍ର ଅଦୋନୀୟ ଆପଣାକୁ ବଡ଼ କରି କହିଲା, “ମୁଁ ରାଜା ହେବି,” ଏଣୁ ସେ ଆପଣା ପାଇଁ ରଥ ଓ ଅଶ୍ୱାରୋହୀଗଣ ଓ ଆପଣା ଆଗେ ଆଗେ ଦୌଡ଼ିବା ପାଇଁ ପଚାଶ ଜଣ ଦେହରକ୍ଷୀକୁ ପ୍ରସ୍ତୁତ କଲେ। Gade chapit laପବିତ୍ର ବାଇବଲ5-6 ରାଜା ଦାଉଦ ଓ ପତ୍ନୀ ହଗୀତଙ୍କର ପୁତ୍ର ଅଦୋନିୟ ଅତି ସୁନ୍ଦର ଥିଲେ। ସେ ତାଙ୍କର ଭାଇ ଅବଶାଲୋମଙ୍କ ପରେ ଜନ୍ମ ଗ୍ରହଣ କରିଥିଲେ। ମାତ୍ର ସେ ଅତ୍ୟନ୍ତ ଗର୍ବୀ ଥିଲେ ଓ ନିଜେ ପରବର୍ତ୍ତୀ ରାଜା ହେବାକୁ ସ୍ଥିର କଲେ। ସେ ଗୋଟିଏ ରଥ, ଅଶ୍ୱାରୋହୀଗଣ ଓ ସମ୍ମୁଖରେ ଦୌଡ଼ିବା ପାଇଁ ପଗ୍ଭଶ୍ ଜଣ ଲୋକ ପାଇଲେ। ମାତ୍ର ରାଜା ଦାଉଦ କେବେ ଅଦୋନିୟଙ୍କୁ ଠିକ୍ କରିବାକୁ ଚେଷ୍ଟା କରି ନ ଥିଲେ। “ଏପରିକି ସେ ତାଙ୍କୁ ପଗ୍ଭରିଲେ ନାହିଁ ଯେ କାହିଁକି ସେ ଏହିସବୁ କରୁଥିଲେ?” Gade chapit la |