Biblia Todo Logo
Bib sou entènèt

- Piblisite -




1 ରାଜାବଳୀ 1:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ମାତ୍ର, ସାଦୋକ ଯାଜକ ଓ ଯିହୋୟାଦାର ପୁତ୍ର ବନାୟ ଓ ନାଥନ ଭବିଷ୍ୟଦ୍‍ବକ୍ତା ଓ ଶିମୀୟି ଓ ରେୟି ଓ ଦାଉଦଙ୍କର ବୀରଗଣ ଅଦୋନୀୟର ପକ୍ଷ ନ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ମାତ୍ର ସାଦୋକ ଯାଜକ ଓ ଯିହୋୟାଦାର ପୁତ୍ର ବନାୟ ଓ ନାଥନ ଭବିଷ୍ୟଦ୍ବକ୍ତା ଓ ଶିମୀୟି ଓ ରେୟି ଓ ଦାଉଦଙ୍କର ବୀରଗଣ ଅଦୋନୀୟର ପକ୍ଷ ନ ଥିଲେ।

Gade chapit la Kopi

ଓଡିଆ ବାଇବେଲ

8 ମାତ୍ର, ସାଦୋକ ଯାଜକ ଓ ଯିହୋୟାଦାର ପୁତ୍ର ବନାୟ ଓ ନାଥନ ଭବିଷ୍ୟଦ୍‍ବକ୍ତା ଓ ଶିମୀୟି ଓ ରେୟି ଓ ଦାଉଦଙ୍କର ବୀରଗଣ ଅଦୋନୀୟର ପକ୍ଷ ନ ଥିଲେ।

Gade chapit la Kopi

ପବିତ୍ର ବାଇବଲ

8 ମାତ୍ର ସାଦୋକ ଯାଜକ, ଯିହୋୟାଦାର ପୁତ୍ର ବନାୟ, ନାଥନ ଭବିଷ୍ୟ‌ଦ୍‌ବକ୍ତା, ଶିମିୟି, ରେୟି ଓ ଦାଉଦଙ୍କର ସ୍ୱତନ୍ତ୍ର ପ୍ରହରୀଗଣ ଅଦୋନିୟଙ୍କୁ ସମର୍ଥନ କରି ନ ଥିଲେ। ସେମାନେ ଦାଉଦଙ୍କର ବିଶ୍ୱସ୍ତ ଥିଲେ।

Gade chapit la Kopi




1 ରାଜାବଳୀ 1:8
17 Referans Kwoze  

ବିନ୍ୟାମୀନ୍‍ରେ ଏଲାର ପୁତ୍ର ଶିମୀୟି;


ଶିବା ଲେଖକ ଥିଲା; ପୁଣି ସାଦୋକ ଓ ଅବୀୟାଥର ଯାଜକ ଥିଲେ;


ଲେବୀ-ବଂଶର ଗୋଷ୍ଠୀ ନିଜେ ଓ ସେମାନଙ୍କର ସ୍ତ୍ରୀଗଣ ନିଜେ; ଶିମୀୟିର ଗୋଷ୍ଠୀ ନିଜେ ଓ ସେମାନଙ୍କର ସ୍ତ୍ରୀଗଣ ନିଜେ ନିଜେ ଶୋକ କରିବେ;


ମାତ୍ର ଇସ୍ରାଏଲ ସନ୍ତାନମାନେ ଆମ୍ଭଠାରୁ ବିପଥଗମନ କରିବା ସମୟରେ ସାଦୋକର ସନ୍ତାନ ଯେଉଁ ଲେବୀୟ ଯାଜକଗଣ ଆମ୍ଭ ପବିତ୍ର ସ୍ଥାନର ରକ୍ଷଣୀୟ ରକ୍ଷା କଲେ, ସେମାନେ ଆମ୍ଭ ଉଦ୍ଦେଶ୍ୟରେ ପରିଚର୍ଯ୍ୟା କରିବା ନିମନ୍ତେ ଆମ୍ଭ ନିକଟକୁ ଆସିବେ ଓ ଆମ୍ଭ ଉଦ୍ଦେଶ୍ୟରେ ମେଦ ଓ ରକ୍ତ; ଉତ୍ସର୍ଗ କରିବା ନିମନ୍ତେ ଆମ୍ଭ ସମ୍ମୁଖରେ ଠିଆ ହେବେ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି;


ପୁଣି, ରାଜା ତାହାର ପଦରେ ଯିହୋୟାଦାର ପୁତ୍ର ବନାୟକୁ ସେନାପତି କରି ନିଯୁକ୍ତ କଲେ ଓ ରାଜା ଅବୀୟାଥର ପଦରେ ସାଦୋକଙ୍କୁ ଯାଜକ କରି ନିଯୁକ୍ତ କଲେ।


ମାତ୍ର, ଆପଣଙ୍କ ଦାସ ଯେ ମୁଁ, ମୋତେ ଓ ସାଦୋକ ଯାଜକଙ୍କୁ ଓ ଯିହୋୟାଦାର ପୁତ୍ର ବନାୟକୁ ଓ ଆପଣଙ୍କ ଦାସ ଶଲୋମନକୁ ସେ ନିମନ୍ତ୍ରଣ କରି ନାହାନ୍ତି।


ଏଥିରେ ଦାଉଦ ରାଜା କହିଲେ, “ସାଦୋକ ଯାଜକଙ୍କୁ ଓ ନାଥନ ଭବିଷ୍ୟଦ୍‍ବକ୍ତାଙ୍କୁ ଓ ଯିହୋୟାଦାର ପୁତ୍ର ବନାୟକୁ ମୋʼ ନିକଟକୁ ଡାକ।” ଏଣୁ, ସେମାନେ ରାଜାଙ୍କ ସମ୍ମୁଖକୁ ଆସିଲେ।


ଏଥିରେ ସାଦୋକ ଯାଜକ, ନାଥନ ଭବିଷ୍ୟଦ୍‍ବକ୍ତା, ଯିହୋୟାଦାର ପୁତ୍ର ବନାୟ, କରେଥୀୟ ଓ ପଲେଥୀୟ ଲୋକମାନେ ଯାଇ ଶଲୋମନଙ୍କୁ ଦାଉଦ ରାଜାଙ୍କର ଖଚର ଉପରେ ଆରୋହଣ କରାଇ ଗୀହୋନକୁ ଆଣିଲେ।


ଆଉ, ଇସ୍ରାଏଲ ପ୍ରତି ଆଦିଷ୍ଟ ସଦାପ୍ରଭୁଙ୍କ ବ୍ୟବସ୍ଥାର ସମସ୍ତ ଲିଖନ-ପ୍ରମାଣେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବେଦି ଉପରେ ନିତ୍ୟ ପ୍ରାତଃକାଳୀନ ଓ ସନ୍ଧ୍ୟାକାଳୀନ ହୋମବଳି ଉତ୍ସର୍ଗ କରିବା ପାଇଁ


ପୁଣି ସେ ନାଥନ ଭବିଷ୍ୟଦ୍‍ବକ୍ତାଙ୍କ ଦ୍ୱାରା କହି ପଠାନ୍ତେ, ସଦାପ୍ରଭୁଙ୍କ ସକାଶୁ ସେ ତାହାର ନାମ ଯିଦିଦୀୟ ଦେଲେ।


ସେସମୟରେ ଯୋୟାବ ଇସ୍ରାଏଲର ସମସ୍ତ ସୈନ୍ୟଦଳର ଉପରେ ଥିଲା; ପୁଣି ଯିହୋୟାଦାର ପୁତ୍ର ବନାୟ କରେଥୀୟ ଓ ପଲେଥୀୟମାନଙ୍କ ଉପରେ ଥିଲା।


Swiv nou:

Piblisite


Piblisite