Biblia Todo Logo
Bib sou entènèt

- Piblisite -




1 ରାଜାବଳୀ 10:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଆଉ ହୂରମ୍‍ର ଯେଉଁ ଯେଉଁ ଜାହାଜରେ ଓଫୀରରୁ ସୁନା ଆସିଲା, ସେହି ସବୁରେ ମଧ୍ୟ ଓଫୀରରୁ ଅତି ପ୍ରଚୁର ଚନ୍ଦନ କାଷ୍ଠ ଓ ମଣି ଆସିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଆଉ ହୀରମ୍ର ଯେ ଯେ ଜାହାଜରେ ଓଫୀରରୁ ସୁନା ଆସିଲା, ସେସବୁରେ ମଧ୍ୟ ଓଫୀରରୁ ଅତି ପ୍ରଚୁର ଚନ୍ଦନ କାଷ୍ଠ ଓ ମଣି ଆସିଲା।

Gade chapit la Kopi

ଓଡିଆ ବାଇବେଲ

11 ଆଉ ହୂରମ୍‍ର ଯେଉଁ ଯେଉଁ ଜାହାଜରେ ଓଫୀରରୁ ସୁନା ଆସିଲା, ସେହି ସବୁରେ ମଧ୍ୟ ଓଫୀରରୁ ଅତି ପ୍ରଚୁର ଚନ୍ଦନ କାଷ୍ଠ ଓ ମଣି ଆସିଲା।

Gade chapit la Kopi

ପବିତ୍ର ବାଇବଲ

11 ହୀରମଙ୍କର ଜାହାଜରେ ଓଫୀରରୁ ସୁନା ଆସିଥିଲା, ସେହିସବୁ ଜାହାଜରେ ମଧ୍ୟ ଓଫୀରରୁ ପ୍ରଚୁର ଚନ୍ଦନ କାଠ ଓ ରତ୍ନ ଆସିଲା।

Gade chapit la Kopi




1 ରାଜାବଳୀ 10:11
9 Referans Kwoze  

ତୁମ୍ଭର ସମ୍ଭ୍ରାନ୍ତା ସ୍ତ୍ରୀଗଣ ମଧ୍ୟରେ ରାଜକୁମାରୀମାନେ ଅଛନ୍ତି; ଓଫରୀୟ ସୁବର୍ଣ୍ଣରେ ଭୂଷିତା ରାଣୀ ତୁମ୍ଭ ଦକ୍ଷିଣ ପାଖରେ ଉଭା ହୁଅନ୍ତି।


ତହୁଁ ହୂରମ୍‍ ଆପଣା ଦାସମାନଙ୍କ ହସ୍ତରେ ତାଙ୍କ ନିକଟକୁ ଜାହାଜ ଓ ସାମୁଦ୍ରିକ କାର୍ଯ୍ୟ ଜାଣିଥିବା ଦାସମାନଙ୍କୁ ପଠାଇଲା; ପୁଣି ସେମାନେ ଶଲୋମନଙ୍କର ଦାସମାନଙ୍କ ସଙ୍ଗେ ଓଫୀରକୁ ଯାଇ ସେଠାରୁ ଶଲୋମନ ରାଜାଙ୍କ ନିକଟକୁ ଚାରି ଶହ ପଚାଶ ତାଳନ୍ତ ସୁନା ଆଣିଲେ।


ଆହୁରି ଲିବାନୋନରୁ ଏରସ କାଷ୍ଠ ଓ ଦେବଦାରୁ କାଷ୍ଠ ଓ ଚନ୍ଦନ କାଷ୍ଠ ମୋʼ ନିକଟକୁ ପଠାଉନ୍ତୁ; କାରଣ ମୁଁ ଜାଣେ, ଆପଣଙ୍କ ଦାସମାନେ ଲିବାନୋନରେ କାଷ୍ଠ କାଟିବାରେ ନିପୁଣ;


ସେହି ଚନ୍ଦନ କାଷ୍ଠରେ ରାଜା ସଦାପ୍ରଭୁଙ୍କ ଗୃହ ଓ ରାଜଗୃହ ପାଇଁ ସ୍ତମ୍ଭ ଓ ଗାୟକମାନଙ୍କ ନିମନ୍ତେ ବୀଣା ଓ ନେବଲ ନିର୍ମାଣ କଲେ; ଏରୂପ ଚନ୍ଦନ କାଷ୍ଠ ଆଜି ପର୍ଯ୍ୟନ୍ତ କେବେ ଆସି ନାହିଁ କି ଦେଖାଯାଇ ନାହିଁ।


ପୁଣି, ତୁମ୍ଭେ ଧୂଳିରେ ଆପଣା ଧନ ଓ ନଦୀସ୍ଥିତ ପଥର ମଧ୍ୟରେ ଓଫୀରର ସୁବର୍ଣ୍ଣ ପକାଇଦିଅ;


ଓଫୀର, ହବୀଲା ଓ ଯୋବବ୍‍କୁ ଜାତ କଲା। ଏମାନେ ଯକ୍ତନ୍‍ର ସନ୍ତାନ।


ଏହେତୁ ମୋʼ ପିତା ଦାଉଦଙ୍କ ଦ୍ୱାରା ନିଯୁକ୍ତ ଯେଉଁ ନିପୁଣ ଲୋକମାନେ ଯିହୁଦାରେ ଓ ଯିରୂଶାଲମରେ ମୋʼ ନିକଟରେ ଅଛନ୍ତି, ସେମାନଙ୍କ ସଙ୍ଗେ ସୁନା, ରୂପା, ପିତ୍ତଳ, ଲୁହା, ଧୂମ୍ର, ସିନ୍ଦୂର ଓ ନୀଳ ସୂତ୍ରର କର୍ମରେ ଓ ସର୍ବପ୍ରକାର ଖୋଦନ-କର୍ମରେ ନିପୁଣ ଏକ ଲୋକକୁ ମୋʼ ନିକଟକୁ ପଠାଉନ୍ତୁ।


Swiv nou:

Piblisite


Piblisite