1 ରାଜାବଳୀ 10:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଶିବାର ରାଣୀ ଯାହା ଯାହା ମାଗିଲା, ତାହାର ମନୋବାଞ୍ଛାନୁସାରେ ଶଲୋମନ ରାଜା ତାହାସବୁ ତାହାକୁ ଦେଲେ, ତାହା ଛଡ଼ା ଶଲୋମନ ରାଜଯୋଗ୍ୟ ଦାନାନୁସାରେ ତାହାକୁ ଦେଲେ। ଏଉତ୍ତାରେ ରାଣୀ ଓ ତାହାର ଦାସମାନେ ଫେରି ଆପଣା ଦେଶକୁ ଗଲେ। Gade chapit laପବିତ୍ର ବାଇବଲ (Re-edited) - (BSI)13 ଶିବାର ରାଣୀ ଯାହା ଯାହା ମାଗିଲା, ତାହାର ମନୋବାଞ୍ଛାନୁସାରେ ଶଲୋମନ ରାଜା ତାହାସବୁ ତାହାକୁ ଦେଲେ, ତାହା ଛଡ଼ା ଶଲୋମନ ରାଜଯୋଗ୍ୟ ଦାନାନୁସାରେ ତାହାକୁ ଦେଲେ। ଏଉତ୍ତାରେ ରାଣୀ ଓ ତାହାର ଦାସମାନେ ଫେରି ଆପଣା ଦେଶକୁ ଗଲେ। Gade chapit laଓଡିଆ ବାଇବେଲ13 ଶିବାର ରାଣୀ ଯାହା ଯାହା ମାଗିଲା, ତାହାର ମନୋବାଞ୍ଛାନୁସାରେ ଶଲୋମନ ରାଜା ତାହାସବୁ ତାହାକୁ ଦେଲେ, ତାହା ଛଡ଼ା ଶଲୋମନ ରାଜଯୋଗ୍ୟ ଦାନାନୁସାରେ ତାହାକୁ ଦେଲେ। ଏଉତ୍ତାରେ ରାଣୀ ଓ ତାହାର ଦାସମାନେ ଫେରି ଆପଣା ଦେଶକୁ ଗଲେ। Gade chapit laପବିତ୍ର ବାଇବଲ13 ତତ୍ପରେ ଶଲୋମନ ରାଜା ଶିବାର ରାଣୀଙ୍କୁ ରାଜ ଯୋଗ୍ୟ ଉପହାରମାନ ଦେଲେ। ଆଉ ମଧ୍ୟ ରାଣୀଙ୍କ ମାଗିବାନୁସାରେ ସେ ସମସ୍ତ ଜିନିଷ ଦେଲେ। ଏହା ପରେ ରାଣୀ ଓ ତାଙ୍କର ଦାସମାନେ ସ୍ୱଦେଶକୁ ପ୍ରତ୍ୟାବର୍ତ୍ତନ କଲେ। Gade chapit la |