1 ରାଜାବଳୀ 10:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସେ ସୁଗନ୍ଧି ଦ୍ରବ୍ୟ ଓ ଅତି ପ୍ରଚୁର ସ୍ୱର୍ଣ୍ଣ ଓ ମଣିବାହକ ଉଷ୍ଟ୍ରଗଣ ସଙ୍ଗେ ନେଇ ମହାସମାରୋହରେ ଯିରୂଶାଲମକୁ ଆସିଲା; ପୁଣି, ସେ ଶଲୋମନଙ୍କ ନିକଟକୁ ଆସି ଆପଣା ମନରେ ଯାହା ଯାହା ଥିଲା, ସେସବୁ ବିଷୟରେ ତାଙ୍କ ସଙ୍ଗେ କଥାବାର୍ତ୍ତା କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)2 ସେ ସୁଗନ୍ଧି ଦ୍ରବ୍ୟ ଓ ଅତି ପ୍ରଚୁର ସ୍ଵର୍ଣ୍ଣ ଓ ମଣିବାହକ ଉଷ୍ଟ୍ରଗଣ ସଙ୍ଗେ ନେଇ ମହାସମାରୋହରେ ଯିରୂଶାଲମକୁ ଆସିଲା; ପୁଣି ସେ ଶଲୋମନଙ୍କ ନିକଟକୁ ଆସି ଆପଣା ମନରେ ଯାହା ଯାହା ଥିଲା, ସେସବୁ ବିଷୟରେ ତାଙ୍କ ସଙ୍ଗେ କଥାବାର୍ତ୍ତା କଲା। Gade chapit laଓଡିଆ ବାଇବେଲ2 ସେ ସୁଗନ୍ଧି ଦ୍ରବ୍ୟ ଓ ଅତି ପ୍ରଚୁର ସ୍ୱର୍ଣ୍ଣ ଓ ମଣିବାହକ ଉଷ୍ଟ୍ରଗଣ ସଙ୍ଗେ ନେଇ ମହାସମାରୋହରେ ଯିରୂଶାଲମକୁ ଆସିଲା; ପୁଣି, ସେ ଶଲୋମନଙ୍କ ନିକଟକୁ ଆସି ଆପଣା ମନରେ ଯାହା ଯାହା ଥିଲା, ସେସବୁ ବିଷୟରେ ତାଙ୍କ ସଙ୍ଗେ କଥାବାର୍ତ୍ତା କଲେ। Gade chapit laପବିତ୍ର ବାଇବଲ2 ଶିବାର ରାଣୀ ବହୁ ଦାସଦାସୀଙ୍କ ଗହଣରେ ଯିରୁଶାଲମକୁ ଆସିବା ବେଳେ ସଙ୍ଗରେ ଓଟ ପୃଷ୍ଠରେ ସୁଗନ୍ଧି ଦ୍ରବ୍ୟ, ବିଭିନ୍ନ ରତ୍ନ ଓ ବହୁ ସୁବର୍ଣ୍ଣ ଆଣି ଶଲୋମନଙ୍କୁ ଭେଟିଲେ ଓ ଆପଣାର ମନୋନୀତ ପ୍ରଶ୍ନ ଶଲୋମନଙ୍କୁ ପଗ୍ଭରିଲେ। Gade chapit la |
ଦକ୍ଷିଣର ପଶୁଗଣ ବିଷୟକ ଭବିଷ୍ୟତବାଣୀ। ଯେଉଁ ସ୍ଥାନରୁ ଯୁବା ଓ ବୃଦ୍ଧ ସିଂହ, କାଳସର୍ପ ଓ ଉଡ୍ଡୀୟମାନ ଅଗ୍ନିମୟ ସର୍ପ ଆସନ୍ତି, ଏପରି ସଙ୍କଟ ଓ ଯନ୍ତ୍ରଣାମୟ ଦେଶ ଦେଇ ଯେଉଁମାନଙ୍କ ଦ୍ୱାରା ସେମାନଙ୍କର ଉପକାର ହେବ ନାହିଁ, ଏପରି ଏକ ଗୋଷ୍ଠୀ ନିକଟକୁ, ସେମାନେ ଯୁବା ଗର୍ଦ୍ଦଭଗଣର ସ୍କନ୍ଧରେ ଆପଣାମାନଙ୍କର ଧନ ଓ ଉଷ୍ଟ୍ରଗଣର କୁବ୍ଜା ଉପରେ ଆପଣାମାନଙ୍କର ସମ୍ପତ୍ତି ବହି ନିଅନ୍ତି।