Biblia Todo Logo
Bib sou entènèt

- Piblisite -




1 ରାଜାବଳୀ 10:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଶଲୋମନ ରାଜାଙ୍କର ପାନପାତ୍ରସବୁ ସୁନାର ଥିଲା ଓ ଲିବାନୋନ-ଅରଣ୍ୟ ଗୃହର ସମସ୍ତ ପାତ୍ର ସୁଦ୍ଧା ସୁବର୍ଣ୍ଣର ଥିଲା; ରୂପାର କିଛି ନ ଥିଲା; ଶଲୋମନଙ୍କ ସମୟରେ ରୂପା କିଛି ବୋଲି ଗଣା ନୋହିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ଶଲୋମନ ରାଜାଙ୍କର ପାନପାତ୍ରସବୁ ସୁନାର ଥିଲା ଓ ଲିବାନୋନ-ଅରଣ୍ୟ-ଗୃହର ସମସ୍ତ ପାତ୍ର ସୁଦ୍ଧା ସୁବର୍ଣ୍ଣର ଥିଲା; ରୂପାର କିଛି ନ ଥିଲା; ଶଲୋମନଙ୍କ ସମୟରେ ରୂପା କିଛି ବୋଲି ଗଣା ନୋହିଲା।

Gade chapit la Kopi

ଓଡିଆ ବାଇବେଲ

21 ଶଲୋମନ ରାଜାଙ୍କର ପାନପାତ୍ରସବୁ ସୁନାର ଥିଲା ଓ ଲିବାନୋନ-ଅରଣ୍ୟ-ଗୃହର ସମସ୍ତ ପାତ୍ର ସୁଦ୍ଧା ସୁବର୍ଣ୍ଣର ଥିଲା; ରୂପାର କିଛି ନ ଥିଲା; ଶଲୋମନଙ୍କ ସମୟରେ ରୂପା କିଛି ବୋଲି ଗଣା ନୋହିଲା।

Gade chapit la Kopi

ପବିତ୍ର ବାଇବଲ

21 ରାଜା ଶଲୋମନଙ୍କର ସମସ୍ତ ପାନପାତ୍ର ସୁନାରେ ତିଆରି ହୋଇଥିଲା। ଲିବାନୋନ-ଅରଣ୍ୟ କୋଠାର ସମସ୍ତ ପାତ୍ର ଶୁଦ୍ଧ ସୁବର୍ଣ୍ଣର ଥିଲା। ରୂପାର କୌଣସି ଜିନିଷ ରାଜପ୍ରାସାଦରେ ନ ଥିଲା। ତାଙ୍କ ସମୟରେ ଏତେ ସୁନା ଥିଲା ଯେ ରୂପାକୁ କେହି ପଗ୍ଭରୁ ନ ଥିଲେ।

Gade chapit la Kopi




1 ରାଜାବଳୀ 10:21
9 Referans Kwoze  

ଆଉ ସେ ପିଟାସୁନାରେ ତିନି ଶହ ଢାଲ ପ୍ରସ୍ତୁତ କଲେ; ପ୍ରତ୍ୟେକ ଢାଲରେ ତିନି ମିନାସ୍ ସୁନା ଲାଗିଲା; ଆଉ ରାଜା ଲିବାନୋନ-ଅରଣ୍ୟ ଗୃହରେ ତାହାସବୁ ରଖିଲେ।


କାରଣ, ସେ ଲିବାନୋନ-ଅରଣ୍ୟ ନାମକ ଗୃହ ନିର୍ମାଣ କଲେ; ତହିଁର ଦୀର୍ଘତା ଏକ ଶହ ହାତ, ତହିଁର ପ୍ରସ୍ଥ ପଚାଶ ହାତ ଓ ତହିଁର ଉଚ୍ଚତା ତିରିଶ ହାତ, ଚାରି ଧାଡ଼ି ଏରସ କାଷ୍ଠର ସ୍ତମ୍ଭ ଉପରେ ଏରସ କାଷ୍ଠର କଡ଼ି ଦେଇ ତାହା ନିର୍ମାଣ କଲେ।


ଆଉ ସେହି ଛଅ ପାବଚ୍ଛ ଉପରେ ଦୁଇପାଖେ ବାର ସିଂହମୂର୍ତ୍ତି ଛିଡ଼ା ହୋଇଥିଲେ; ଏରୂପ ସିଂହାସନ କୌଣସି ରାଜ୍ୟରେ ପ୍ରସ୍ତୁତ ହୋଇ ନ ଥିଲା।


କାରଣ, ସମୁଦ୍ରରେ ହୂରମ୍‍ର ଜାହାଜ ସଙ୍ଗେ ରାଜାଙ୍କର ତର୍ଶୀଶଗାମୀ ଜାହାଜ ଥିଲା; ସେହି ତର୍ଶୀଶର ଜାହାଜମାନ ତିନି ବର୍ଷରେ ଥରେ ସୁନା ଓ ରୂପା, ହସ୍ତୀଦନ୍ତ, ବାନର ଓ ମୟୂର ନେଇ ଆସନ୍ତି।


ଆଉ, ସୋର ଆପଣା ପାଇଁ ଦୃଢ଼ ଗଡ଼ ନିର୍ମାଣ କଲା ଓ ଧୂଳି ପରି ରୂପା ଓ ବାଟର କାଦୁଅ ପରି ଉତ୍ତମ ସୁନା ଗଦା କଲା।


କିଅବା ସେ ଅନେକ ସ୍ତ୍ରୀ ବିବାହ କରିବ ନାହିଁ, କଲେ ତାହାର ହୃଦୟ ବିପଥଗାମୀ ହେବ; ଅଥବା ସେ ଆପଣା ପାଇଁ ରୂପା କି ସୁନା ଅତିଶୟ ବଢ଼ାଇବ ନାହିଁ।


ଆଉ, ସେମାନେ ନାନା ପ୍ରକାର ସୁବର୍ଣ୍ଣ ପାତ୍ରରେ ପାନଦ୍ରବ୍ୟ ଓ ରାଜାଙ୍କ ଉଦାରତାନୁସାରେ ପ୍ରଚୁର ରାଜକୀୟ ଦ୍ରାକ୍ଷାରସ ଦେଲେ।


ନିଶ୍ଚୟ ରୂପାର ଆକର ଅଛି ଓ ଲୋକମାନେ ଯେଉଁ ସୁବର୍ଣ୍ଣ ପରିଷ୍କାର କରନ୍ତି, ତହିଁର ସ୍ଥାନ ଅଛି।


Swiv nou:

Piblisite


Piblisite