1 ରାଜାବଳୀ 10:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତହିଁରେ ଶଲୋମନ ତାହାର ସମସ୍ତ ପ୍ରଶ୍ନର ଉତ୍ତର ଦେଲେ; ରାଜାଙ୍କର ବୋଧଗମ୍ୟ କୌଣସି ବିଷୟ ନ ଥିଲା, ସେ ତାହାକୁ ସବୁ କହିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)3 ତହିଁରେ ଶଲୋମନ ତାହାର ସମସ୍ତ ପ୍ରଶ୍ନର ଉତ୍ତର କଲେ; ରାଜାଙ୍କର ବୋଧାଗମ୍ୟ କୌଣସି ବିଷୟ ନ ଥିଲା, ସେ ତାହାକୁ ସବୁ କହିଲେ। Gade chapit laଓଡିଆ ବାଇବେଲ3 ତହିଁରେ ଶଲୋମନ ତାହାର ସମସ୍ତ ପ୍ରଶ୍ନର ଉତ୍ତର ଦେଲେ; ରାଜାଙ୍କର ବୋଧଗମ୍ୟ କୌଣସି ବିଷୟ ନ ଥିଲା, ସେ ତାହାକୁ ସବୁ କହିଲେ। Gade chapit laପବିତ୍ର ବାଇବଲ3 ଶଲୋମନ ତାଙ୍କର ସମସ୍ତ ପ୍ରଶ୍ନର ଉତ୍ତର କଲେ। ତାଙ୍କୁ ଉତ୍ତର କରିବାକୁ ଶଲୋମନଙ୍କ ନିମନ୍ତେ କୌଣସି ପ୍ରଶ୍ନ କଠିନ ନ ଥିଲା। Gade chapit la |