1 ରାଜାବଳୀ 10:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ତାଙ୍କର ମେଜର ଖାଦ୍ୟଦ୍ରବ୍ୟ, ତାଙ୍କର ଭୃତ୍ୟମାନଙ୍କ ଆସନ, ତାଙ୍କ ମନ୍ତ୍ରୀମାନଙ୍କ ସେବା, ସେମାନଙ୍କ ବସ୍ତ୍ର, ପାନପାତ୍ରବାହକଗଣ ଓ ସେ ସଦାପ୍ରଭୁଙ୍କ ଗୃହରେ କିପରି ଭାବେ ହୋମବଳି ଉତ୍ସର୍ଗ କଲେ, ଏହିସବୁ ଦେଖି ସେ ହତଜ୍ଞାନ ହେଲା। Gade chapit laପବିତ୍ର ବାଇବଲ (Re-edited) - (BSI)5 ଓ ତାଙ୍କର ମେଜର ଖାଦ୍ୟଦ୍ରବ୍ୟ ଓ ତାଙ୍କର ଭୃତ୍ୟମାନଙ୍କ ଆସନ ଓ ତାଙ୍କ ମନ୍ତ୍ରୀମାନଙ୍କ ସେବା ଓ ସେମାନଙ୍କ ବସ୍ତ୍ର ଓ ପାନପାତ୍ରବାହକଗଣ ଓ ସଦାପ୍ରଭୁଙ୍କ ଗୃହକୁ ଉଠି ଯିବା ପାଇଁ ତାହାର ପାବଚ୍ଛ, ଏହିସବୁ ଦେଖି ସେ ହତଜ୍ଞାନ ହେଲା। Gade chapit laଓଡିଆ ବାଇବେଲ5 ତାଙ୍କର ମେଜର ଖାଦ୍ୟଦ୍ରବ୍ୟ, ତାଙ୍କର ଭୃତ୍ୟମାନଙ୍କ ଆସନ, ତାଙ୍କ ମନ୍ତ୍ରୀମାନଙ୍କ ସେବା, ସେମାନଙ୍କ ବସ୍ତ୍ର, ପାନପାତ୍ରବାହକଗଣ ଓ ସେ ସଦାପ୍ରଭୁଙ୍କ ଗୃହରେ କିପରି ଭାବେ ହୋମବଳି ଉତ୍ସର୍ଗ କଲେ, ଏହିସବୁ ଦେଖି ସେ ହତଜ୍ଞାନ ହେଲା। Gade chapit laପବିତ୍ର ବାଇବଲ5 ରାଣୀ ରାଜାଙ୍କର ଟେବୁଲରେ ଭିନ୍ନ ଖାଦ୍ୟଦ୍ରବ୍ୟ, ରାଜାଙ୍କର ଅଧିକାରୀଗଣ, ସେମାନଙ୍କର ସେବା, ସେମାନଙ୍କ ବସ୍ତୁ, ରାଜାଙ୍କର କପ୍ ବାହକଗଣ ଓ ସଦାପ୍ରଭୁଙ୍କ ମନ୍ଦିରରେ ରାଜା ଉତ୍ସର୍ଗ କରିଥିବା ନୈବେଦ୍ୟ ଦେଖି ‘ସ୍ତମ୍ଭିଭୁତ ହୋଇଗଲେ।’ Gade chapit la |
ଆଉ, ସେ ଦୃଷ୍ଟିପାତ କରନ୍ତେ, ଦେଖ, ରାଜା ଦ୍ୱାର-ପ୍ରବେଶ ସ୍ଥାନରେ ଆପଣା ସ୍ତମ୍ଭ ନିକଟରେ ଠିଆ ହୋଇଅଛନ୍ତି ଓ ରାଜାଙ୍କ ନିକଟରେ ସେନାପତିମାନେ ଅଛନ୍ତି ଓ ତୂରୀ ଅଛି; ପୁଣି ଦେଶର ସମଗ୍ର ଲୋକ ଆନନ୍ଦ କରୁଅଛନ୍ତି ଓ ତୂରୀ ବଜାଉଅଛନ୍ତି; ମଧ୍ୟ ଗାୟକମାନେ ବାଦ୍ୟଯନ୍ତ୍ର ବଜାଇ ପ୍ରଶଂସା ଗାନ କରୁଅଛନ୍ତି। ଏଥିରେ ଅଥଲୀୟା ଆପଣା ବସ୍ତ୍ର ଚିରି ରାଜଦ୍ରୋହ, ରାଜଦ୍ରୋହ ବୋଲି ଡାକ ପକାଇଲେ।