1 ରାଜାବଳୀ 11:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଶଲୋମନ ରାଜା ଫାରୋର କନ୍ୟା ଛଡ଼ା ମୋୟାବୀୟ, ଅମ୍ମୋନୀୟ, ଇଦୋମୀୟ, ସୀଦୋନୀୟ ଓ ହିତ୍ତୀୟ ଅନେକ ବିଦେଶୀୟା ସ୍ତ୍ରୀମାନଙ୍କୁ ପ୍ରେମ କଲେ; Gade chapit laପବିତ୍ର ବାଇବଲ (Re-edited) - (BSI)1 ଶଲୋମନ ରାଜା ଫାରୋର କନ୍ୟା ଛଡ଼ା ମୋୟାବୀୟ, ଅମ୍ମୋନୀୟ, ଇଦୋମୀୟ, ସୀଦୋନୀୟ ଓ ହିତ୍ତୀୟ ଅନେକ ବିଦେଶୀୟା ସ୍ତ୍ରୀମାନଙ୍କୁ ପ୍ରେମ କଲେ; Gade chapit laଓଡିଆ ବାଇବେଲ1 ଶଲୋମନ ରାଜା ଫାରୋର କନ୍ୟା ଛଡ଼ା ମୋୟାବୀୟ, ଅମ୍ମୋନୀୟ, ଇଦୋମୀୟ, ସୀଦୋନୀୟ ଓ ହିତ୍ତୀୟ ଅନେକ ବିଦେଶୀୟା ସ୍ତ୍ରୀମାନଙ୍କୁ ପ୍ରେମ କଲେ; Gade chapit laପବିତ୍ର ବାଇବଲ1 ଶଲୋମନ ବହୁ ରମଣୀଙ୍କୁ ପ୍ରେମ କଲେ, ସେମାନେ ଇସ୍ରାଏଲ ଦେଶର ନ ଥିଲେ। ସେ ରାଜା ଫାରୋର କନ୍ୟା ବ୍ୟତୀତ ହିତ୍ତୀୟ, ମୋୟାବୀୟ, ଅମ୍ମୋନୀୟ, ଇଦୋମୀୟ ଓ ସୀଦୋନୀୟ ସ୍ତ୍ରୀମାନଙ୍କୁ ଭଲ ପାଇଲେ। Gade chapit la |