1 ରାଜାବଳୀ 11:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଏହି ଗୋଷ୍ଠୀୟମାନଙ୍କ ବିଷୟରେ ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣକୁ କହିଥିଲେ, “ତୁମ୍ଭେମାନେ ସେମାନଙ୍କ ମଧ୍ୟକୁ ଯିବ ନାହିଁ, କିଅବା ସେମାନେ ତୁମ୍ଭମାନଙ୍କ ମଧ୍ୟକୁ ଆସିବେ ନାହିଁ; କାରଣ ସେମାନେ ନିଶ୍ଚୟ ଆପଣା ଆପଣା ଦେବଗଣ ପ୍ରତି ତୁମ୍ଭମାନଙ୍କ ମନକୁ ବିପଥଗାମୀ କରିବେ;” ଶଲୋମନ ଏମାନଙ୍କ ପ୍ରତି ପ୍ରେମରେ ଆସକ୍ତ ହେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)2 ଏହି ଗୋଷ୍ଠୀୟମାନଙ୍କ ବିଷୟରେ ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣକୁ କହିଥିଲେ, ତୁମ୍ଭେମାନେ ସେମାନଙ୍କ ମଧ୍ୟକୁ ଯିବ ନାହିଁ, କିଅବା ସେମାନେ ତୁମ୍ଭମାନଙ୍କ ମଧ୍ୟକୁ ଆସିବେ ନାହିଁ; କାରଣ ସେମାନେ ନିଶ୍ଚୟ ଆପଣା ଆପଣା ଦେବଗଣ ପ୍ରତି ତୁମ୍ଭମାନଙ୍କ ମନକୁ ବିପଥଗାମୀ କରିବେ; ଶଲୋମନ ଏମାନଙ୍କ ପ୍ରତି ପ୍ରେମରେ ଆସକ୍ତ ହେଲେ। Gade chapit laଓଡିଆ ବାଇବେଲ2 ଏହି ଗୋଷ୍ଠୀୟମାନଙ୍କ ବିଷୟରେ ସଦାପ୍ରଭୁ ଇସ୍ରାଏଲ ସନ୍ତାନଗଣକୁ କହିଥିଲେ, ତୁମ୍ଭେମାନେ ସେମାନଙ୍କ ମଧ୍ୟକୁ ଯିବ ନାହିଁ, କିଅବା ସେମାନେ ତୁମ୍ଭମାନଙ୍କ ମଧ୍ୟକୁ ଆସିବେ ନାହିଁ; କାରଣ ସେମାନେ ନିଶ୍ଚୟ ଆପଣା ଆପଣା ଦେବଗଣ ପ୍ରତି ତୁମ୍ଭମାନଙ୍କ ମନକୁ ବିପଥଗାମୀ କରିବେ; ଶଲୋମନ ଏମାନଙ୍କ ପ୍ରତି ପ୍ରେମରେ ଆସକ୍ତ ହେଲେ। Gade chapit laପବିତ୍ର ବାଇବଲ2 ଏହା ପୂର୍ବରୁ ସଦାପ୍ରଭୁ ଇସ୍ରାଏଲ ଲୋକମାନଙ୍କୁ ସତର୍କ କରିଥିଲେ, “ତୁମ୍ଭେମାନେ ଅନ୍ୟ ଦେଶର କନ୍ୟାଙ୍କୁ ବିବାହ କରିବ ନାହିଁ। କାରଣ ସେମାନେ ନିଜର ସାଥୀମାନଙ୍କୁ ଅନ୍ୟ ଦେବା ଦେବୀର ଉପାସନା ପାଇଁ ଆକର୍ଷିତ କରି ପାରନ୍ତି।” ମାତ୍ର ଶଲୋମନ ସେମାନଙ୍କ ସହିତ ପ୍ରେମ କଲେ। Gade chapit la |
ଏହେତୁ ତୁମ୍ଭେମାନେ ଆପଣାମାନଙ୍କ କନ୍ୟାଗଣଙ୍କୁ ସେମାନଙ୍କ ପୁତ୍ରଗଣ ସହିତ ବିବାହ ଦିଅ ନାହିଁ, ଅବା ତୁମ୍ଭମାନଙ୍କ ପୁତ୍ରଗଣ ନିମନ୍ତେ ସେମାନଙ୍କ କନ୍ୟାଗଣଙ୍କୁ ଗ୍ରହଣ କର ନାହିଁ, କିଅବା ସେମାନଙ୍କ ଶାନ୍ତି ବା ଉନ୍ନତି କଦାପି ଚେଷ୍ଟା କର ନାହିଁ; ତହିଁରେ ତୁମ୍ଭେମାନେ ବଳବାନ ହେବ ଓ ଦେଶର ଉତ୍ତମ ଦ୍ରବ୍ୟ ଭୋଜନ କରିବ ଓ ସଦାକାଳ ଆପଣା ସନ୍ତାନଗଣର ଅଧିକାର ନିମନ୍ତେ ତାହା ରଖିଯିବ।’ ମାତ୍ର ଆମ୍ଭେମାନେ ତୁମ୍ଭର ଏହି ଆଜ୍ଞାସବୁ ପରିତ୍ୟାଗ କରିଅଛୁ।