Biblia Todo Logo
Bib sou entènèt

- Piblisite -




1 ରାଜାବଳୀ 12:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ତହିଁରେ ତାଙ୍କ ସଙ୍ଗେ ବଢ଼ିଥିବା ଯୁବାମାନେ ତାଙ୍କୁ କହିଲେ, “ତୁମ୍ଭ ପିତା ଆମ୍ଭମାନଙ୍କ ଯୁଆଳି ଭାରୀ କରିଅଛନ୍ତି, ‘ତୁମ୍ଭେ ଆମ୍ଭମାନଙ୍କ ପାଇଁ ତାହା ହାଲୁକା କର ବୋଲି କହୁଛନ୍ତି ଏହି ଯେଉଁ ଲୋକମାନେ, ସେମାନଙ୍କୁ ତୁମ୍ଭେ ଏପରି କହିବ; ମୋର କନିଷ୍ଠ ଅଙ୍ଗୁଳି ମୋʼ ପିତାଙ୍କ କଟିଠାରୁ ମୋଟ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ତହିଁରେ ତାଙ୍କ ସଙ୍ଗେ ବଢ଼ିଥିବା ଯୁବାମାନେ ତାଙ୍କୁ କହିଲେ, ତୁମ୍ଭ ପିତା ଆମ୍ଭମାନଙ୍କ ଯୁଆଳି ଭାରୀ କରିଅଛନ୍ତି, ତୁମ୍ଭେ ଆମ୍ଭମାନଙ୍କ ପାଇଁ ତାହା ହାଲୁକା କର ବୋଲି କହୁଛନ୍ତି ଏହି ଯେଉଁ ଲୋକମାନେ, ସେମାନଙ୍କୁ ତୁମ୍ଭେ ଏପରି କହିବ; ମୋର କନିଷ୍ଠ ଅଙ୍ଗୁଳି ମୋʼ ପିତାଙ୍କ କଟିଠାରୁ ମୋଟ।

Gade chapit la Kopi

ଓଡିଆ ବାଇବେଲ

10 ତହିଁରେ ତାଙ୍କ ସଙ୍ଗେ ବଢ଼ିଥିବା ଯୁବାମାନେ ତାଙ୍କୁ କହିଲେ, “ତୁମ୍ଭ ପିତା ଆମ୍ଭମାନଙ୍କ ଯୁଆଳି ଭାରୀ କରିଅଛନ୍ତି, ତୁମ୍ଭେ ଆମ୍ଭମାନଙ୍କ ପାଇଁ ତାହା ହାଲୁକା କର ବୋଲି କହୁଛନ୍ତି ଏହି ଯେଉଁ ଲୋକମାନେ, ସେମାନଙ୍କୁ ତୁମ୍ଭେ ଏପରି କହିବ; ମୋର କନିଷ୍ଠ ଅଙ୍ଗୁଳି ମୋ’ ପିତାଙ୍କ କଟିଠାରୁ ମୋଟ।”

Gade chapit la Kopi

ପବିତ୍ର ବାଇବଲ

10 ରାଜାଙ୍କୁ ସେହି ଯୁବ ବନ୍ଧୁମାନେ କହିଲେ, “ସେହି ଲୋକମାନେ ତୁମ୍ଭକୁ ଆସି କହିଲେ, ‘ତୁମ୍ଭର ପିତା ଆମ୍ଭମାନଙ୍କ ଯୁଆଳି ଭାରୀ କରିଅଛନ୍ତି, ତୁମ୍ଭେ ଆମ୍ଭମାନଙ୍କ ପାଇଁ ତାହା ହାଲୁକା କର।’ ତୁମ୍ଭେ ସେମାନଙ୍କୁ କୁହ, ‘ମୋର କନିଷ୍ଠ ଅଙ୍ଗୁଳି ମୋର ପିତାଙ୍କ କଟିଠାରୁ ମୋଟା।

Gade chapit la Kopi




1 ରାଜାବଳୀ 12:10
9 Referans Kwoze  

ଆମ୍ଭେ ଆପଣା ଲୋକମାନଙ୍କ ପ୍ରତି କ୍ରୁଦ୍ଧ ହୋଇ ଆପଣା ଅଧିକାର ଅପବିତ୍ର କଲୁ ଓ ତୁମ୍ଭ ହସ୍ତରେ ସେମାନଙ୍କୁ ସମର୍ପଣ କଲୁ; ତୁମ୍ଭେ ସେମାନଙ୍କ ପ୍ରତି କିଛି ଦୟା ପ୍ରକାଶ କଲ ନାହିଁ; ତୁମ୍ଭେ ବୃଦ୍ଧ ଲୋକ ଉପରେ ତୁମ୍ଭର ଯୁଆଳି ବଡ଼ ଭାରୀ କରି ଥୋଇଲ।


ମନୁଷ୍ୟର ଅହଙ୍କାର ତାହାକୁ ନତ କରିବ; ମାତ୍ର ଯାହାର ଆତ୍ମା ବିନତ, ସେ ସମ୍ମାନ ପାଇବ।


ବହୁପ୍ରତ୍ୟାଶୀ ପ୍ରାଣ ବିବାଦ ଜନ୍ମାଏ, ମାତ୍ର ଯେ ସଦାପ୍ରଭୁଙ୍କ ଉପରେ ନିର୍ଭର ରଖେ, ସେ ହୃଷ୍ଟପୁଷ୍ଟ ହେବ।


ଜ୍ଞାନୀମାନେ ବିଦ୍ୟା ସଞ୍ଚୟ କରନ୍ତି, ମାତ୍ର ଅଜ୍ଞାନର ମୁଖ ଉପସ୍ଥିତ ବିନାଶ ସ୍ୱରୂପ।


ପୁଣି, ସେ ସେମାନଙ୍କୁ କହିଲେ, “ଏହି ଲୋକମାନେ ମୋତେ କହୁଛନ୍ତି, ‘ତୁମ୍ଭ ପିତା ଆମ୍ଭମାନଙ୍କ ଉପରେ ଯେଉଁ ଯୁଆଳି ଥୋଇଅଛନ୍ତି, ତାହା ହାଲୁକା କର; ସେମାନଙ୍କୁ ଉତ୍ତର ଦେବା ପାଇଁ ତୁମ୍ଭେମାନେ ଆମ୍ଭଙ୍କୁ କି ପରାମର୍ଶ ଦେଉଅଛ?’”


ଏଥିପାଇଁ ମୋʼ ପିତା ଯେଉଁ ଭାରୀ ଯୁଆଳି ତୁମ୍ଭମାନଙ୍କ ଉପରେ ଥୋଇଅଛନ୍ତି, ମୁଁ ତାହା ଆହୁରି ଭାରୀ କରିବି; ମୋʼ ପିତା କୋରଡ଼ାରେ ତୁମ୍ଭମାନଙ୍କୁ ଶାସ୍ତି ଦେଲେ, ମାତ୍ର ମୁଁ ବିଚ୍ଛାରେ ତୁମ୍ଭମାନଙ୍କୁ ଶାସ୍ତି ଦେବି।’”


Swiv nou:

Piblisite


Piblisite