Biblia Todo Logo
Bib sou entènèt

- Piblisite -




1 ରାଜାବଳୀ 12:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ତୃତୀୟ ଦିନରେ ମୋʼ ନିକଟକୁ ପୁଣି, ଆସ ବୋଲି ରାଜା ଯେଉଁ ଆଜ୍ଞା ଦେଇଥିଲେ, ତଦନୁସାରେ ଯାରବୀୟାମ ଓ ସମସ୍ତ ଲୋକ ରିହବୀୟାମଙ୍କ ନିକଟକୁ ଆସିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ତୃତୀୟ ଦିନରେ ମୋʼ ନିକଟକୁ ପୁଣି ଆସ ବୋଲି ରାଜା ଯେଉଁ ଆଜ୍ଞା ଦେଇଥିଲେ, ତଦନୁସାରେ ଯାରବୀୟାମ ଓ ସମସ୍ତ ଲୋକ ରିହବୀୟାମଙ୍କ ନିକଟକୁ ଆସିଲେ।

Gade chapit la Kopi

ଓଡିଆ ବାଇବେଲ

12 ତୃତୀୟ ଦିନରେ ମୋ’ ନିକଟକୁ ପୁଣି, ଆସ ବୋଲି ରାଜା ଯେଉଁ ଆଜ୍ଞା ଦେଇଥିଲେ, ତଦନୁସାରେ ଯାରବୀୟାମ ଓ ସମସ୍ତ ଲୋକ ରିହବୀୟାମଙ୍କ ନିକଟକୁ ଆସିଲେ।

Gade chapit la Kopi

ପବିତ୍ର ବାଇବଲ

12 ରିହବିୟାମଙ୍କ କହିବାନୁସାରେ, “ତିନି ଦିନ ପରେ ଯାରବିୟାମ ଓ ଇସ୍ରାଏଲର ସମସ୍ତ ଲୋକ ତାଙ୍କ ନିକଟରେ ପହଞ୍ଚିଲେ।”

Gade chapit la Kopi




1 ରାଜାବଳୀ 12:12
4 Referans Kwoze  

ତହୁଁ ସେ ସେମାନଙ୍କୁ କହିଲେ, “ଏବେ ଯାଅ, ତିନି ଦିନ ଉତ୍ତାରେ ପୁନର୍ବାର ମୋʼ ନିକଟକୁ ଆସ।” ତହିଁରେ ଲୋକମାନେ ଚାଲିଗଲେ।


ଏଥିପାଇଁ ମୋʼ ପିତା ଯେଉଁ ଭାରୀ ଯୁଆଳି ତୁମ୍ଭମାନଙ୍କ ଉପରେ ଥୋଇଅଛନ୍ତି, ମୁଁ ତାହା ଆହୁରି ଭାରୀ କରିବି; ମୋʼ ପିତା କୋରଡ଼ାରେ ତୁମ୍ଭମାନଙ୍କୁ ଶାସ୍ତି ଦେଲେ, ମାତ୍ର ମୁଁ ବିଚ୍ଛାରେ ତୁମ୍ଭମାନଙ୍କୁ ଶାସ୍ତି ଦେବି।’”


ତହିଁରେ ପ୍ରାଚୀନମାନଙ୍କ ଦତ୍ତ ପରାମର୍ଶ ତ୍ୟାଗ କରି ରାଜା ଲୋକମାନଙ୍କୁ କଟୁ ଉତ୍ତର ଦେଲେ;


Swiv nou:

Piblisite


Piblisite