1 ରାଜାବଳୀ 12:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଯେତେବେଳେ ସମଗ୍ର ଇସ୍ରାଏଲ ଦେଖିଲେ ଯେ, ରାଜା ସେମାନଙ୍କ କଥା ଶୁଣିଲେ ନାହିଁ, ସେତେବେଳେ ଲୋକମାନେ ରାଜାଙ୍କୁ ଉତ୍ତର କରି କହିଲେ, “ଦାଉଦଙ୍କଠାରେ ଆମ୍ଭମାନଙ୍କର କି ଅଂଶ ଅଛି? ଏଣିକି ଯିଶୀର ପୁତ୍ରଠାରେ; ଆମ୍ଭମାନଙ୍କର ଅଧିକାର ନାହିଁ; ହେ ଇସ୍ରାଏଲ, ଆପଣା ଆପଣା ତମ୍ବୁକୁ ଯାଅ; ହେ ଦାଉଦ, ତୁମ୍ଭେ ଏବେ ଆପଣା ଘର କଥା ବୁଝ। ତହୁଁ ଇସ୍ରାଏଲୀୟମାନେ ଆପଣା ଆପଣା ତମ୍ବୁକୁ ଚାଲିଗଲେ।” Gade chapit laପବିତ୍ର ବାଇବଲ (Re-edited) - (BSI)16 ଯେତେବେଳେ ସମଗ୍ର ଇସ୍ରାଏଲ ଦେଖିଲେ ଯେ, ରାଜା ସେମାନଙ୍କ କଥା ଶୁଣିଲେ ନାହିଁ, ସେତେବେଳେ ଲୋକମାନେ ରାଜାଙ୍କୁ ଉତ୍ତର କରି କହିଲେ, ଦାଉଦଙ୍କଠାରେ ଆମ୍ଭମାନଙ୍କର କି ଅଂଶ ଅଛି? ଏଣିକି ଯିଶୀର ପୁତ୍ରଠାରେ; ଆମ୍ଭମାନଙ୍କର ଅଧିକାର ନାହିଁ; ହେ ଇସ୍ରାଏଲ, ଆପଣା ଆପଣା ତମ୍ଵୁକୁ ଯାଅ; ହେ ଦାଉଦ, ତୁମ୍ଭେ ଏବେ ଆପଣା ଘର କଥା ବୁଝ। ତହୁଁ ଇସ୍ରାଏଲୀୟମାନେ ଆପଣା ଆପଣା ତମ୍ଵୁକୁ ଚାଲିଗଲେ। Gade chapit laଓଡିଆ ବାଇବେଲ16 ଯେତେବେଳେ ସମଗ୍ର ଇସ୍ରାଏଲ ଦେଖିଲେ ଯେ, ରାଜା ସେମାନଙ୍କ କଥା ଶୁଣିଲେ ନାହିଁ, ସେତେବେଳେ ଲୋକମାନେ ରାଜାଙ୍କୁ ଉତ୍ତର କରି କହିଲେ, “ଦାଉଦଙ୍କଠାରେ ଆମ୍ଭମାନଙ୍କର କି ଅଂଶ ଅଛି ? ଏଣିକି ଯିଶୀର ପୁତ୍ରଠାରେ; ଆମ୍ଭମାନଙ୍କର ଅଧିକାର ନାହିଁ; ହେ ଇସ୍ରାଏଲ, ଆପଣା ଆପଣା ତମ୍ବୁକୁ ଯାଅ; ହେ ଦାଉଦ, ତୁମ୍ଭେ ଏବେ ଆପଣା ଘର କଥା ବୁଝ।” ତହୁଁ ଇସ୍ରାଏଲୀୟମାନେ ଆପଣା ଆପଣା ତମ୍ବୁକୁ ଚାଲିଗଲେ। Gade chapit laପବିତ୍ର ବାଇବଲ16 ସେତେବେଳେ ସମଗ୍ର ଇସ୍ରାଏଲ ଦେଖିଲେ ଯେ ନୂଆରାଜା ସେମାନଙ୍କ କଥା ଶୁଣିଲେ ନାହିଁ। ତେଣୁ ସେମାନେ ରାଜାଙ୍କୁ ଉତ୍ତର କରି କହିଲେ, “ଆମ୍ଭେମାନେ କ’ଣ ଦାଉଦ ସାମ୍ରାଜ୍ୟର ଏକ ଅଂଶ? ଆମ୍ଭେ ଯିଶୀର କିଛି ଭୂମି ପାଉ କି? ନା, ତେଣୁ ଇସ୍ରାଏଲର ଲୋକମାନେ ନିଜ ନିଜ ଘରକୁ ଫେରି ଯାଅ। ଦାଉଦଙ୍କ ପୁତ୍ରଙ୍କୁ ତାଙ୍କ ଲୋକମାନଙ୍କୁ ଶାସନ କରିବାକୁ ଦିଅ।” ତେଣୁ ଇସ୍ରାଏଲର ଲୋକମାନେ ସେମାନଙ୍କର ଘରକୁ ଫେରି ଗଲେ। Gade chapit la |
ଯେତେବେଳେ ସମଗ୍ର ଇସ୍ରାଏଲ ଦେଖିଲେ ଯେ, ରାଜା ସେମାନଙ୍କ କଥା ଶୁଣିଲେ ନାହିଁ, ସେତେବେଳେ ଲୋକମାନେ ରାଜାଙ୍କୁ ଉତ୍ତର କରି କହିଲେ, “ଦାଉଦଙ୍କଠାରେ ଆମ୍ଭମାନଙ୍କର କେଉଁ ଅଂଶ ଅଛି? ଯିଶୀର ପୁତ୍ରଠାରେ ଆମ୍ଭମାନଙ୍କର କୌଣସି ଅଧିକାର ନାହିଁ; ହେ ଇସ୍ରାଏଲ, ପ୍ରତ୍ୟେକେ ଆପଣା ଆପଣା ତମ୍ବୁକୁ ଯାଅ; ହେ ଦାଉଦ, ତୁମ୍ଭେ ଏବେ ଆପଣା ନିଜ ଘର କଥା ବୁଝ।” ତହୁଁ ଇସ୍ରାଏଲ ଲୋକ ସମସ୍ତେ ଆପଣା ଆପଣା ତମ୍ବୁକୁ ଚାଲିଗଲେ।