Biblia Todo Logo
Bib sou entènèt

- Piblisite -




1 ରାଜାବଳୀ 12:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 “ଆପଣଙ୍କ ପିତା ଆମ୍ଭମାନଙ୍କ ଯୁଆଳି ଅସହ୍ୟ କରିଥିଲେ; ଏହେତୁ ଆପଣଙ୍କ ପିତା ଆମ୍ଭମାନଙ୍କ ଉପରେ ଯେଉଁ ଅସହ୍ୟ ଦାସ୍ୟକର୍ମର ଭାର ଓ ଭାରୀ ଯୁଆଳି ଦେଇଥିଲେ, ତାହା ଆପଣ ହାଲୁକା କରନ୍ତୁ; ତହିଁରେ ଆମ୍ଭେମାନେ ଆପଣଙ୍କ ସେବା କରିବୁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଆପଣଙ୍କ ପିତା ଆମ୍ଭମାନଙ୍କ ଯୁଆଳି ଅସହ୍ୟ କରିଥିଲେ; ଏହେତୁ ଆପଣଙ୍କ ପିତା ଆମ୍ଭମାନଙ୍କ ଉପରେ ଯେଉଁ ଅସହ୍ୟ ଦାସ୍ୟକର୍ମର ଭାର ଓ ଭାରୀ ଯୁଆଳି ଦେଇଥିଲେ, ତାହା ଆପଣ ହାଲୁକା କରନ୍ତୁ; ତହିଁରେ ଆମ୍ଭେମାନେ ଆପଣଙ୍କ ସେବା କରିବୁ।

Gade chapit la Kopi

ଓଡିଆ ବାଇବେଲ

4 “ଆପଣଙ୍କ ପିତା ଆମ୍ଭମାନଙ୍କ ଯୁଆଳି ଅସହ୍ୟ କରିଥିଲେ; ଏହେତୁ ଆପଣଙ୍କ ପିତା ଆମ୍ଭମାନଙ୍କ ଉପରେ ଯେଉଁ ଅସହ୍ୟ ଦାସ୍ୟକର୍ମର ଭାର ଓ ଭାରୀ ଯୁଆଳି ଦେଇଥିଲେ, ତାହା ଆପଣ ହାଲୁକା କରନ୍ତୁ; ତହିଁରେ ଆମ୍ଭେମାନେ ଆପଣଙ୍କ ସେବା କରିବୁ।”

Gade chapit la Kopi

ପବିତ୍ର ବାଇବଲ

4 “ତୁମ୍ଭର ପିତା ଆମ୍ଭମାନଙ୍କୁ କଠିନ କାର୍ଯ୍ୟ କରାଇଲେ। କାର୍ଯ୍ୟରୁ ଗୁରୁଭାର ଓ ଭାରୀ ଯୁଆଳି ଆମ୍ଭ ଉପରେ ଦେଇଥିଲେ, ତାହା ତୁମ୍ଭେ ହାଲୁକା କର। ତାହାହେଲେ ଆମ୍ଭେ ତୁମ୍ଭର ସେବା କରିବୁ।”

Gade chapit la Kopi




1 ରାଜାବଳୀ 12:4
10 Referans Kwoze  

ଆଉ ସମଗ୍ର ଇସ୍ରାଏଲ ଉପରେ ଶଲୋମନଙ୍କର ବାର ଜଣ ଦେଶାଧ୍ୟକ୍ଷ ଥିଲେ, ସେମାନେ ରାଜା ଓ ତାଙ୍କର ଗୃହ ପାଇଁ ଖାଦ୍ୟଦ୍ରବ୍ୟ ଯୋଗାଇଲେ; ପ୍ରତି ଜଣ ବର୍ଷ ମଧ୍ୟରେ ଏକ ଏକ ମାସ ପାଇଁ ଦ୍ରବ୍ୟ ଯୋଗାଇଲେ।


କାରଣ ଈଶ୍ବରଙ୍କୁ ପ୍ରେମ କରିବାର ଅର୍ଥ, ତାହାଙ୍କ ଆଜ୍ଞା ପାଳନ କରିବା, ଆଉ ତାହାଙ୍କ ଆଜ୍ଞାସବୁ ଭାର ସ୍ୱରୂପ ନୁହେଁ।


ସେମାନେ ଗୁରୁ ଭାର ବହନ କରି ମନୁଷ୍ୟମାନଙ୍କ କାନ୍ଧରେ ଥୋଇଦିଅନ୍ତି, କିନ୍ତୁ ନିଜେ ଅଙ୍ଗୁଳି ଦେଇ ତାହା ଟେକିବାକୁ ଇଚ୍ଛା କରନ୍ତି ନାହିଁ।


ସଦାପ୍ରଭୁଙ୍କ ଗୃହ, ଆପଣା ନିଜ ଗୃହ, ମିଲ୍ଲୋ, ଯିରୂଶାଲମର ପ୍ରାଚୀର, ହାସୋର, ମଗିଦ୍ଦୋ ଓ ଗେଷର ନିର୍ମାଣ କରିବା ପାଇଁ ରାଜା ଶଲୋମନ ଯେଉଁ ବେଠିକର୍ମକାରୀମାନଙ୍କୁ ସଂଗ୍ରହ କରିଥିଲେ, ତହିଁର ବିବରଣ।


ତହିଁରେ ଯାରବୀୟାମ ଓ ଇସ୍ରାଏଲର ସମସ୍ତ ସମାଜ ରିହବୀୟାମଙ୍କ ନିକଟକୁ ଆସି ଏହି କଥା କହିଲେ,


Swiv nou:

Piblisite


Piblisite