1 ରାଜାବଳୀ 12:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଏଥିଉତ୍ତାରେ ରିହବୀୟାମ ରାଜା ଆପଣା ପିତା ଶଲୋମନଙ୍କର ଜୀବନ କାଳରେ ଯେଉଁ ପ୍ରାଚୀନମାନେ ତାଙ୍କ ସମ୍ମୁଖରେ ଛିଡ଼ା ହୋଇଥିଲେ, ସେମାନଙ୍କ ସହିତ ପରାମର୍ଶ କରି କହିଲେ, “ଏହି ଲୋକମାନଙ୍କୁ ଉତ୍ତର ଦେବା ପାଇଁ ତୁମ୍ଭେମାନେ ମୋତେ କି ପରାମର୍ଶ ଦେଉଅଛ?” Gade chapit laପବିତ୍ର ବାଇବଲ (Re-edited) - (BSI)6 ଏଥିଉତ୍ତାରେ ରିହବୀୟାମ ରାଜା ଆପଣା ପିତା ଶଲୋମନଙ୍କର ଜୀବନ କାଳରେ ଯେଉଁ ପ୍ରାଚୀନମାନେ ତାଙ୍କ ସମ୍ମୁଖରେ ଛିଡ଼ା ହୋଇଥିଲେ, ସେମାନଙ୍କ ସହିତ ମନ୍ତ୍ରଣା କରି କହିଲେ, ଏହି ଲୋକମାନଙ୍କୁ ଉତ୍ତର ଦେବା ପାଇଁ ତୁମ୍ଭେମାନେ ମୋତେ କି ମନ୍ତ୍ରଣା ଦେଉଅଛ? Gade chapit laଓଡିଆ ବାଇବେଲ6 ଏଥିଉତ୍ତାରେ ରିହବୀୟାମ ରାଜା ଆପଣା ପିତା ଶଲୋମନଙ୍କର ଜୀବନ କାଳରେ ଯେଉଁ ପ୍ରାଚୀନମାନେ ତାଙ୍କ ସମ୍ମୁଖରେ ଛିଡ଼ା ହୋଇଥିଲେ, ସେମାନଙ୍କ ସହିତ ପରାମର୍ଶ କରି କହିଲେ, “ଏହି ଲୋକମାନଙ୍କୁ ଉତ୍ତର ଦେବା ପାଇଁ ତୁମ୍ଭେମାନେ ମୋତେ କି ପରାମର୍ଶ ଦେଉଅଛ ?” Gade chapit laପବିତ୍ର ବାଇବଲ6 ଶଲୋମନଙ୍କ ଜୀବନ କାଳରେ ଯେଉଁ ପ୍ରାଚୀନମାନେ ତାଙ୍କୁ ମନ୍ତ୍ରଣା ଦେଉଥିଲେ, ରିହବିୟାମ ସେହି ପ୍ରାଚୀନମାନଙ୍କୁ ପରାମର୍ଶ ଦେବାକୁ କହିଲେ, “ସେହି ଲୋକମାନଙ୍କୁ କି ଉତ୍ତର ଦେବି ମୋତେ ମନ୍ତ୍ରଣା ଦିଅ।” Gade chapit la |