1 ରାଜାବଳୀ 12:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ତେବେ ସେମାନେ ତାଙ୍କୁ କହିଲେ, “ତୁମ୍ଭେ ଯେବେ ଆଜି ଏହି ଲୋକମାନଙ୍କର ସେବକ ହେବ ଓ ସେମାନଙ୍କର ସେବା କରି ସେମାନଙ୍କୁ ଉତ୍ତର ଦେବ ଓ ସେମାନଙ୍କୁ ଉତ୍ତମ ବାକ୍ୟ କହିବ, ତେବେ ସେମାନେ ସର୍ବଦା ତୁମ୍ଭର ଦାସ ହୋଇ ରହିବେ।” Gade chapit laପବିତ୍ର ବାଇବଲ (Re-edited) - (BSI)7 ତେବେ ସେମାନେ ତାଙ୍କୁ କହିଲେ, ତୁମ୍ଭେ ଯେବେ ଆଜି ଏହି ଲୋକମାନଙ୍କର ସେବକ ହେବ ଓ ସେମାନଙ୍କର ସେବା କରି ସେମାନଙ୍କୁ ଉତ୍ତର ଦେବ ଓ ସେମାନଙ୍କୁ ଉତ୍ତମ ବାକ୍ୟ କହିବ, ତେବେ ସେମାନେ ସର୍ବଦା ତୁମ୍ଭର ଦାସ ହୋଇ ରହିବେ। Gade chapit laଓଡିଆ ବାଇବେଲ7 ତେବେ ସେମାନେ ତାଙ୍କୁ କହିଲେ, “ତୁମ୍ଭେ ଯେବେ ଆଜି ଏହି ଲୋକମାନଙ୍କର ସେବକ ହେବ ଓ ସେମାନଙ୍କର ସେବା କରି ସେମାନଙ୍କୁ ଉତ୍ତର ଦେବ ଓ ସେମାନଙ୍କୁ ଉତ୍ତମ ବାକ୍ୟ କହିବ, ତେବେ ସେମାନେ ସର୍ବଦା ତୁମ୍ଭର ଦାସ ହୋଇ ରହିବେ।” Gade chapit laପବିତ୍ର ବାଇବଲ7 ପ୍ରାଚୀନମାନେ ତାଙ୍କୁ କହିଲେ, “ତୁମ୍ଭେ ଯଦି ଆଜି ଲୋକମାନଙ୍କର ଇଚ୍ଛା ପୂରଣ କର ଏବଂ ସେମାନଙ୍କୁ ଗୋଟିଏ ସଂକ୍ଷେପପୂର୍ଣ ଉତ୍ତର ଦିଅ। ତେବେ ସେମାନେ ସର୍ବଦା ତୁମ୍ଭର ଦାସ ହୋଇ ରହିବେ।” Gade chapit la |