Biblia Todo Logo
Bib sou entènèt

- Piblisite -




1 ରାଜାବଳୀ 12:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ମାତ୍ର ସେ ସେହି ପ୍ରାଚୀନମାନଙ୍କ ଦତ୍ତ ପରାମର୍ଶ ତ୍ୟାଗ କରି ଯେଉଁ ଯୁବାମାନେ ତାଙ୍କ ସଙ୍ଗେ ବଢ଼ି ତାଙ୍କ ସମ୍ମୁଖରେ ଛିଡ଼ା ହେଉଥିଲେ, ସେମାନଙ୍କ ସଙ୍ଗେ ପରାମର୍ଶ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ମାତ୍ର ସେ ସେହି ପ୍ରାଚୀନମାନଙ୍କ ଦତ୍ତ ମନ୍ତ୍ରଣା ତ୍ୟାଗ କରି ଯେଉଁ ଯୁବାମାନେ ତାଙ୍କ ସଙ୍ଗେ ବଢ଼ି ତାଙ୍କ ସମ୍ମୁଖରେ ଛିଡ଼ା ହେଉଥିଲେ, ସେମାନଙ୍କ ସଙ୍ଗେ ମନ୍ତ୍ରଣା କଲେ।

Gade chapit la Kopi

ଓଡିଆ ବାଇବେଲ

8 ମାତ୍ର ସେ ସେହି ପ୍ରାଚୀନମାନଙ୍କ ଦତ୍ତ ପରାମର୍ଶ ତ୍ୟାଗ କରି ଯେଉଁ ଯୁବାମାନେ ତାଙ୍କ ସଙ୍ଗେ ବଢ଼ି ତାଙ୍କ ସମ୍ମୁଖରେ ଛିଡ଼ା ହେଉଥିଲେ, ସେମାନଙ୍କ ସଙ୍ଗେ ପରାମର୍ଶ କଲେ।

Gade chapit la Kopi

ପବିତ୍ର ବାଇବଲ

8 କିନ୍ତୁ ରିହବିୟାମ ସେହି ପ୍ରାଚୀନମାନଙ୍କ ମନ୍ତ୍ରଣା ଗ୍ରହଣ କଲେ ନାହିଁ। ଅପରନ୍ତୁ ଯୁବକମାନଙ୍କ ସହିତ ମନ୍ତ୍ରଣା କଲେ ଯେଉଁମାନେ ତାଙ୍କ ସହିତ ବଢ଼ିଥିଲେ ଓ ତାଙ୍କର ସାଙ୍ଗ ଓ ଉପଦେଷ୍ଟା ଥିଲେ।

Gade chapit la Kopi




1 ରାଜାବଳୀ 12:8
10 Referans Kwoze  

ଶେଷାବସ୍ଥାରେ ତୁମ୍ଭେ ଯେପରି ଜ୍ଞାନବାନ ହୁଅ, ଏଥିପାଇଁ ମନ୍ତ୍ରଣା ଶୁଣ ଓ ଉପଦେଶ ଗ୍ରହଣ କର।


ସୁବର୍ଣ୍ଣ କର୍ଣ୍ଣକୁଣ୍ଡଳ ଓ ଶୁଦ୍ଧ ସୁବର୍ଣ୍ଣର ଅଳଙ୍କାର ଯେପରି, ମନୋଯୋଗକାରୀ କର୍ଣ୍ଣ ପ୍ରତି ଜ୍ଞାନବାନ ଭର୍ତ୍ସନାକାରୀ ସେପରି।


ସେମାନେ ମୋହର କୌଣସି ଉପଦେଶ ଗ୍ରହଣ କଲେ ନାହିଁ ଓ ମୋହର ସମସ୍ତ ଅନୁଯୋଗ ହେୟ ଜ୍ଞାନ କଲେ।


ମାତ୍ର ତୁମ୍ଭେମାନେ ମୋହର ସମସ୍ତ ଉପଦେଶ ତୁଚ୍ଛଜ୍ଞାନ କଲ, ପୁଣି ମୋହର କୌଣସି ଅନୁଯୋଗକୁ ଚାହିଁଲ ନାହିଁ;


ମାତ୍ର ସେ ସେହି ପ୍ରାଚୀନମାନଙ୍କ ଦତ୍ତ ପରାମର୍ଶ ତ୍ୟାଗ କରି ଯେଉଁ ଯୁବାମାନେ ତାଙ୍କ ସଙ୍ଗେ ବଢ଼ି ତାଙ୍କ ସମ୍ମୁଖରେ ଠିଆ ହେଉଥିଲେ, ସେମାନଙ୍କ ସଙ୍ଗେ ପରାମର୍ଶ କଲେ।


ତେବେ ସେମାନେ ତାଙ୍କୁ କହିଲେ, “ତୁମ୍ଭେ ଯେବେ ଆଜି ଏହି ଲୋକମାନଙ୍କର ସେବକ ହେବ ଓ ସେମାନଙ୍କର ସେବା କରି ସେମାନଙ୍କୁ ଉତ୍ତର ଦେବ ଓ ସେମାନଙ୍କୁ ଉତ୍ତମ ବାକ୍ୟ କହିବ, ତେବେ ସେମାନେ ସର୍ବଦା ତୁମ୍ଭର ଦାସ ହୋଇ ରହିବେ।”


ପୁଣି, ସେ ସେମାନଙ୍କୁ କହିଲେ, “ଏହି ଲୋକମାନେ ମୋତେ କହୁଛନ୍ତି, ‘ତୁମ୍ଭ ପିତା ଆମ୍ଭମାନଙ୍କ ଉପରେ ଯେଉଁ ଯୁଆଳି ଥୋଇଅଛନ୍ତି, ତାହା ହାଲୁକା କର; ସେମାନଙ୍କୁ ଉତ୍ତର ଦେବା ପାଇଁ ତୁମ୍ଭେମାନେ ଆମ୍ଭଙ୍କୁ କି ପରାମର୍ଶ ଦେଉଅଛ?’”


Swiv nou:

Piblisite


Piblisite