Biblia Todo Logo
Bib sou entènèt

- Piblisite -




1 ରାଜାବଳୀ 12:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ପୁଣି, ସେ ସେମାନଙ୍କୁ କହିଲେ, “ଏହି ଲୋକମାନେ ମୋତେ କହୁଛନ୍ତି, ‘ତୁମ୍ଭ ପିତା ଆମ୍ଭମାନଙ୍କ ଉପରେ ଯେଉଁ ଯୁଆଳି ଥୋଇଅଛନ୍ତି, ତାହା ହାଲୁକା କର; ସେମାନଙ୍କୁ ଉତ୍ତର ଦେବା ପାଇଁ ତୁମ୍ଭେମାନେ ଆମ୍ଭଙ୍କୁ କି ପରାମର୍ଶ ଦେଉଅଛ?’”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ପୁଣି ସେ ସେମାନଙ୍କୁ କହିଲେ, ଏହି ଲୋକମାନେ ମୋତେ କହୁଛନ୍ତି, ତୁମ୍ଭ ପିତା ଆମ୍ଭମାନଙ୍କ ଉପରେ ଯେଉଁ ଯୁଆଳି ଥୋଇଅଛନ୍ତି, ତାହା ହାଲୁକା କର; ସେମାନଙ୍କୁ ଉତ୍ତର ଦେବା ପାଇଁ ତୁମ୍ଭେମାନେ ଆମ୍ଭଙ୍କୁ କି ମନ୍ତ୍ରଣା ଦେଉଅଛ?

Gade chapit la Kopi

ଓଡିଆ ବାଇବେଲ

9 ପୁଣି, ସେ ସେମାନଙ୍କୁ କହିଲେ, “ଏହି ଲୋକମାନେ ମୋତେ କହୁଛନ୍ତି, ତୁମ୍ଭ ପିତା ଆମ୍ଭମାନଙ୍କ ଉପରେ ଯେଉଁ ଯୁଆଳି ଥୋଇ ଅଛନ୍ତି, ତାହା ହାଲୁକା କର; ସେମାନଙ୍କୁ ଉତ୍ତର ଦେବା ପାଇଁ ତୁମ୍ଭେମାନେ ଆମ୍ଭଙ୍କୁ କି ପରାମର୍ଶ ଦେଉଅଛ ?

Gade chapit la Kopi

ପବିତ୍ର ବାଇବଲ

9 ରିହବିୟାମ ସେମାନଙ୍କୁ କହିଲେ, “ସେହି ଲୋକମାନେ ମୋତେ କହିଲେ, ‘ତୁମ୍ଭର ପିତା ଆମ୍ଭମାନଙ୍କ ଉପରେ ଯେଉଁ ଯୁଆଳି ରଖିଛନ୍ତି, ଦୟାକରି ତାହା ହାଲୁକା କର।’ ସେମାନଙ୍କୁ ଉତ୍ତର ଦେବାକୁ ତୁମ୍ଭେମାନେ ଆମ୍ଭକୁ କି ମନ୍ତ୍ରଣା ଦେଉଛ?”

Gade chapit la Kopi




1 ରାଜାବଳୀ 12:9
6 Referans Kwoze  

ପୁଣି, ସେ ସେମାନଙ୍କୁ କହିଲେ, “ଏହି ଲୋକମାନେ ଆମ୍ଭକୁ କହୁଅଛନ୍ତି, ‘ତୁମ୍ଭ ପିତା ଆମ୍ଭମାନଙ୍କ ଉପରେ ଯେଉଁ ଯୁଆଳି ଥୋଇଅଛନ୍ତି, ତାହା ହାଲୁକା କର; ସେମାନଙ୍କୁ ଉତ୍ତର ଦେବା ପାଇଁ ତୁମ୍ଭେମାନେ ଆମ୍ଭକୁ କି ପରାମର୍ଶ ଦେଉଅଛ?’”


ମାତ୍ର ସେ ସେହି ପ୍ରାଚୀନମାନଙ୍କ ଦତ୍ତ ପରାମର୍ଶ ତ୍ୟାଗ କରି ଯେଉଁ ଯୁବାମାନେ ତାଙ୍କ ସଙ୍ଗେ ବଢ଼ି ତାଙ୍କ ସମ୍ମୁଖରେ ଛିଡ଼ା ହେଉଥିଲେ, ସେମାନଙ୍କ ସଙ୍ଗେ ପରାମର୍ଶ କଲେ।


ତହିଁରେ ତାଙ୍କ ସଙ୍ଗେ ବଢ଼ିଥିବା ଯୁବାମାନେ ତାଙ୍କୁ କହିଲେ, “ତୁମ୍ଭ ପିତା ଆମ୍ଭମାନଙ୍କ ଯୁଆଳି ଭାରୀ କରିଅଛନ୍ତି, ‘ତୁମ୍ଭେ ଆମ୍ଭମାନଙ୍କ ପାଇଁ ତାହା ହାଲୁକା କର ବୋଲି କହୁଛନ୍ତି ଏହି ଯେଉଁ ଲୋକମାନେ, ସେମାନଙ୍କୁ ତୁମ୍ଭେ ଏପରି କହିବ; ମୋର କନିଷ୍ଠ ଅଙ୍ଗୁଳି ମୋʼ ପିତାଙ୍କ କଟିଠାରୁ ମୋଟ।


Swiv nou:

Piblisite


Piblisite