1 ରାଜାବଳୀ 13:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ପୁଣି, ଯାରବୀୟାମ ଧୂପ ଜ୍ୱଳାଇବା ପାଇଁ ଯଜ୍ଞବେଦି ନିକଟରେ ଛିଡ଼ା ହେବା ସମୟରେ ଦେଖ, ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ଯିହୁଦାରୁ ପରମେଶ୍ୱରଙ୍କ ଏକ ଲୋକ ବେଥେଲ୍ରେ ଉପସ୍ଥିତ ହେଲା। Gade chapit laପବିତ୍ର ବାଇବଲ (Re-edited) - (BSI)1 ପୁଣି ଯାରବୀୟାମ ଧୂପ ଜ୍ଵଳାଇବା ପାଇଁ ଯଜ୍ଞବେଦି ନିକଟରେ ଛିଡ଼ା ହେବା ବେଳେ ଦେଖ, ସଦାପ୍ରଭୁଙ୍କ ବାକ୍ୟ ଦ୍ଵାରା ଯିହୁଦାରୁ ପରମେଶ୍ଵରଙ୍କ ଏକ ଲୋକ ବୈଥେଲରେ ଉପସ୍ଥିତ ହେଲା। Gade chapit laଓଡିଆ ବାଇବେଲ1 ପୁଣି, ଯାରବୀୟାମ ଧୂପ ଜ୍ୱଳାଇବା ପାଇଁ ଯଜ୍ଞବେଦି ନିକଟରେ ଛିଡ଼ା ହେବା ସମୟରେ ଦେଖ, ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ଯିହୁଦାରୁ ପରମେଶ୍ୱରଙ୍କ ଏକ ଲୋକ ବେଥେଲ୍ରେ ଉପସ୍ଥିତ ହେଲା। Gade chapit laପବିତ୍ର ବାଇବଲ1 ସଦାପ୍ରଭୁ ଯିହୁଦାରେ ଥିବା ଏକ ପରମେଶ୍ୱରଙ୍କ ଲୋକକୁ ବୈଥେଲ୍ ଯିବାକୁ ଆଦେଶ ଦେଲେ। ଯେତେବେଳେ ଯାରବିୟାମ ଯଜ୍ଞବେଦି ନିକଟରେ ଧୂପ ଜଳାଇବା ପାଇଁ ଛିଡ଼ା ହୋଇଥିଲେ ସେତେବେଳେ ପରମେଶ୍ୱରଙ୍କ ଲୋକ ସେଠାରେ ଉପସ୍ଥିତ ହେଲେ। Gade chapit la |
ପୁଣି, ସେମାନେ ଉଷୀୟ ରାଜାଙ୍କୁ ନିବାରଣ କରି ତାଙ୍କୁ କହିଲେ, “ହେ ଉଷୀୟ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବା ପାଇଁ ଆପଣଙ୍କର ଅଧିକାର ନାହିଁ, ମାତ୍ର ହାରୋଣଙ୍କର ସନ୍ତାନ ଯେଉଁ ଯାଜକମାନେ ଧୂପ ଜ୍ୱଳାଇବା ପାଇଁ ପବିତ୍ରୀକୃତ ହୋଇଅଛନ୍ତି, ସେମାନଙ୍କର ଅଧିକାର ଅଟେ; ପବିତ୍ର ସ୍ଥାନରୁ ବାହାରି ଯାଉନ୍ତୁ; ଆପଣ ସତ୍ୟ-ଲଙ୍ଘନ କରିଅଛନ୍ତି; ଏହା ସଦାପ୍ରଭୁ ପରମେଶ୍ୱରଙ୍କଠାରୁ ଆପଣଙ୍କ ଗୌରବାର୍ଥେ ହେବ ନାହିଁ।”