| 1 ରାଜାବଳୀ 13:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ତହିଁରେ ସେମାନଙ୍କ ପିତା ସେମାନଙ୍କୁ ପଚାରିଲା, “ସେ କେଉଁ ପଥରେ ଗଲା?” ଯିହୁଦାରୁ ଆଗତ ପରମେଶ୍ୱରଙ୍କ ଲୋକ ଯେଉଁ ପଥରେ ଯାଇଥିଲା, ତାହା ତାହାର ପୁତ୍ରମାନେ ଦେଖିଥିଲେ।Gade chapit la ପବିତ୍ର ବାଇବଲ (Re-edited) - (BSI)12 ତହିଁରେ ସେମାନଙ୍କ ପିତା ସେମାନଙ୍କୁ ପଚାରିଲା, ସେ କେଉଁ ପଥରେ ଗଲା? ଯିହୁଦାରୁ ଆଗତ ପରମେଶ୍ଵରଙ୍କ ଲୋକ ଯେଉଁ ପଥରେ ଯାଇଥିଲା, ତାହା ତାହାର ପୁତ୍ରମାନେ ଦେଖିଥିଲେ।Gade chapit la ଓଡିଆ ବାଇବେଲ12 ତହିଁରେ ସେମାନଙ୍କ ପିତା ସେମାନଙ୍କୁ ପଚାରିଲା, “ସେ କେଉଁ ପଥରେ ଗଲା ?” ଯିହୁଦାରୁ ଆଗତ ପରମେଶ୍ୱରଙ୍କ ଲୋକ ଯେଉଁ ପଥରେ ଯାଇଥିଲା, ତାହା ତାହାର ପୁତ୍ରମାନେ ଦେଖିଥିଲେ।Gade chapit la ପବିତ୍ର ବାଇବଲ12 ସେମାନଙ୍କ ପିତା ସେମାନଙ୍କୁ ପଗ୍ଭରିଲେ, “ସେ କେଉଁ ପଥରେ ଫେରିଲେ?” ପରମେଶ୍ୱରଙ୍କ ଲୋକ ଯିହୁଦାରୁ ଯେଉଁ ପଥରେ ଯାଇଥିଲେ, ତାହା ସେମାନେ ତାଙ୍କର ପିତାଙ୍କୁ ଦେଖାଇଲେ।Gade chapit la |