Biblia Todo Logo
Bib sou entènèt

- Piblisite -




1 ରାଜାବଳୀ 13:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ତହିଁରେ ସେ କହିଲା, “ମୁଁ ତୁମ୍ଭ ସଙ୍ଗେ ଫେରି ନ ପାରେ, କି ତୁମ୍ଭ ସଙ୍ଗେ ଗୃହକୁ ଯାଇ ନ ପାରେ; କିଅବା ଏହି ସ୍ଥାନରେ ତୁମ୍ଭ ସଙ୍ଗେ ମୁଁ ଅନ୍ନ ଭୋଜନ କରିବି ନାହିଁ, କି ଜଳ ପାନ କରିବି ନାହିଁ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ତହିଁରେ ସେ କହିଲା, ମୁଁ ତୁମ୍ଭ ସଙ୍ଗେ ଫେରି ନ ପାରେ, କି ତୁମ୍ଭ ସଙ୍ଗେ ଗୃହକୁ ଯାଇ ନ ପାରେ; କିଅବା ଏହି ସ୍ଥାନରେ ତୁମ୍ଭ ସଙ୍ଗେ ମୁଁ ଅନ୍ନ ଭୋଜନ କରିବି ନାହିଁ, କି ଜଳ ପାନ କରିବି ନାହିଁ;

Gade chapit la Kopi

ଓଡିଆ ବାଇବେଲ

16 ତହିଁରେ ସେ କହିଲା, “ମୁଁ ତୁମ୍ଭ ସଙ୍ଗେ ଫେରି ନ ପାରେ, କି ତୁମ୍ଭ ସଙ୍ଗେ ଗୃହକୁ ଯାଇ ନ ପାରେ; କିଅବା ଏହି ସ୍ଥାନରେ ତୁମ୍ଭ ସଙ୍ଗେ ମୁଁ ଅନ୍ନ ଭୋଜନ କରିବି ନାହିଁ, କି ଜଳ ପାନ କରିବି ନାହିଁ;

Gade chapit la Kopi

ପବିତ୍ର ବାଇବଲ

16 ମାତ୍ର ପରମେଶ୍ୱରଙ୍କ ଲୋକ ଉତ୍ତର ଦେଲେ, “ମୁଁ ତୁମ୍ଭ ସହିତ ତୁମ୍ଭ ଗୃହକୁ ଯାଇ ପାରିବି ନାହିଁ କି ତୁମ୍ଭ ସହିତ ଏ ସ୍ଥାନରେ ପାନ ବା ଭୋଜନ କରିବି ନାହିଁ।

Gade chapit la Kopi




1 ରାଜାବଳୀ 13:16
8 Referans Kwoze  

କିନ୍ତୁ ଯୀଶୁ ବୁଲିପଡ଼ି ପିତରଙ୍କୁ କହିଲେ, “ମୋ ଆଗରୁ ଦୂର ହୁଅ, ଶୟତାନ, ତୁମ୍ଭେ ମୋହର ବିଘ୍ନସ୍ୱରୂପ, କାରଣ ତୁମ୍ଭେ ଈଶ୍ବରଙ୍କ ବିଷୟ ନ ଭାବି ମନୁଷ୍ୟର ବିଷୟ ଭାବୁଅଛ।”


ତହିଁରେ ଯୀଶୁ ତାହାକୁ କହିଲେ, “ଦୂର ହ, ଶୟତାନ, କାରଣ ଲେଖାଅଛି, ‘ତୁମ୍ଭେ ପ୍ରଭୁ ଆପଣା ଈଶ୍ବରଙ୍କୁ ପ୍ରଣାମ କରିବ, ପୁଣି, କେବଳ ତାହାଙ୍କର ଉପାସନା କରିବ।’”


ଏନିମନ୍ତେ ବିନୟ କରୁଅଛି, ତୁମ୍ଭେମାନେ ହେଁ ଆଜି ରାତ୍ରି ଏଠାରେ ରୁହ, ସଦାପ୍ରଭୁ ମୋତେ ଆଉ ଯାହା କହିବେ, ତାହା ମୁଁ ଜାଣିବି।”


ଏଥିରେ ବିଲୀୟମ୍‍ ପ୍ରାତଃକାଳରେ ଉଠି ବାଲାକଙ୍କ ଅଧିପତିମାନଙ୍କୁ କହିଲା, “ତୁମ୍ଭେମାନେ ଆପଣା ଦେଶକୁ ଯାଅ, କାରଣ ସଦାପ୍ରଭୁ ମୋତେ ତୁମ୍ଭମାନଙ୍କ ସହିତ ଯିବା ପାଇଁ ଅନୁମତି ଦେବାକୁ ମନା କରିଅଛନ୍ତି।”


କେହି ଯଦି ଏହି ଶିକ୍ଷା ନ ଘେନି ତୁମ୍ଭମାନଙ୍କ ନିକଟକୁ ଆସେ, ତେବେ ତାହାକୁ ଗୃହରେ ଅତିଥି ନ କର ଓ ସମ୍ବର୍ଦ୍ଧନା ଜଣାଅ ନାହିଁ;


ତେବେ ସେ ତାହାକୁ କହିଲା, “ମୋʼ ସଙ୍ଗେ ଗୃହକୁ ଆସ ଓ ଅନ୍ନ ଭୋଜନ କର।”


Swiv nou:

Piblisite


Piblisite