1 ରାଜାବଳୀ 13:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଏଥିରେ ସେ ଯିହୁଦାରୁ ଆଗତ ପରମେଶ୍ୱରଙ୍କ ଲୋକକୁ ଉଚ୍ଚସ୍ୱରରେ କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟର ବିରୁଦ୍ଧାଚରଣ କରିଅଛ, ପୁଣି, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯାହା ଆଜ୍ଞା କରିଥିଲେ, ତୁମ୍ଭେ ତାହା ପାଳନ କରି ନାହଁ; Gade chapit laପବିତ୍ର ବାଇବଲ (Re-edited) - (BSI)21 ଏଥିରେ ସେ ଯିହୁଦାରୁ ଆଗତ ପରମେଶ୍ଵରଙ୍କ ଲୋକକୁ ଉଚ୍ଚୈଃସ୍ଵରରେ କହିଲା, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟର ବିରୁଦ୍ଧାଚରଣ କରିଅଛ, ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ଯାହା ଆଜ୍ଞା କରିଥିଲେ, ତୁମ୍ଭେ ତାହା ପାଳନ କରି ନାହଁ; Gade chapit laଓଡିଆ ବାଇବେଲ21 ଏଥିରେ ସେ ଯିହୁଦାରୁ ଆଗତ ପରମେଶ୍ୱରଙ୍କ ଲୋକକୁ ଉଚ୍ଚୈଃସ୍ୱରରେ କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟର ବିରୁଦ୍ଧାଚରଣ କରିଅଛ, ପୁଣି, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯାହା ଆଜ୍ଞା କରିଥିଲେ, ତୁମ୍ଭେ ତାହା ପାଳନ କରି ନାହଁ; Gade chapit laପବିତ୍ର ବାଇବଲ21 ଯିହୁଦାର ସେହି ପରମେଶ୍ୱରଙ୍କ ଲୋକଙ୍କୁ ଭବିଷ୍ୟଦ୍ବକ୍ତା କହିଲେ, “ସଦାପ୍ରଭୁ କହନ୍ତି, ତୁମ୍ଭେ ତାହାଙ୍କ ବାକ୍ୟର ବିରୁଦ୍ଧାଚରଣ କରିଅଛ। ତୁମ୍ଭେ ଆଜ୍ଞା ପାଳନ କରି ନାହଁ। ଯାହା ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭକୁ ଆଜ୍ଞା ଦେଲେ। Gade chapit la |
ପୁଣି, ହାମନ୍ ଆପଣା ପ୍ରତି ଘଟିତ ଏହି ସମସ୍ତ କଥା ଆପଣା ଭାର୍ଯ୍ୟା ସେରଶ୍କୁ ଓ ଆପଣାର ସମସ୍ତ ମିତ୍ରଙ୍କୁ କହିଲେ; ତହିଁରେ ତାହାଙ୍କର ଜ୍ଞାନୀ ଲୋକମାନେ ଓ ତାହାଙ୍କ ଭାର୍ଯ୍ୟା ସେରଶ୍ ତାହାଙ୍କୁ କହିଲେ, “ଯାହା ସାକ୍ଷାତରେ ତୁମ୍ଭର ଏହି ପତନର ଆରମ୍ଭ ହୋଇଅଛି, ସେ ମର୍ଦ୍ଦଖୟ ଯେବେ ଯିହୁଦୀ ବଂଶୀୟ ଲୋକ ହୁଏ, ତେବେ ତୁମ୍ଭେ ତାହାଙ୍କୁ ଜୟ କରି ପାରିବ ନାହିଁ; ମାତ୍ର ତାହାର ସାକ୍ଷାତରେ ନିତାନ୍ତ ପତିତ ହେବ।”
ତହୁଁ ଗାଦ୍ ଦାଉଦଙ୍କ ନିକଟକୁ ଆସି ତାଙ୍କୁ ଜଣାଇ କହିଲା, “ତୁମ୍ଭ ଦେଶରେ ତିନି ବର୍ଷ ଦୁର୍ଭିକ୍ଷ ହେବ? କି ତୁମ୍ଭ ଶତ୍ରୁମାନେ ତୁମ୍ଭ ପଛେ ପଛେ ଗୋଡ଼ାଇବା ବେଳେ ତୁମ୍ଭେ ସେମାନଙ୍କ ଆଗେ ଆଗେ ତିନି ମାସ ପର୍ଯ୍ୟନ୍ତ ପଳାଇବ? କିଅବା ତିନି ଦିନ ପର୍ଯ୍ୟନ୍ତ ତୁମ୍ଭ ଦେଶରେ ମହାମାରୀ ହେବ? ଏହା ବୁଝ, ଆଉ ମୋʼ ପ୍ରେରଣା କର୍ତ୍ତାଙ୍କୁ ମୁଁ ଫେରି କି ଉତ୍ତର ଦେବି, ତାହା ବିବେଚନା କର।”