1 ରାଜାବଳୀ 13:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ମଧ୍ୟ ପରମେଶ୍ୱରଙ୍କ ଲୋକ ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ଯେଉଁ ଚିହ୍ନ ଦେଇଥିଲା, ତଦନୁସାରେ ଯଜ୍ଞବେଦି ଫାଟିଗଲା ଓ ଯଜ୍ଞବେଦିରୁ ଭସ୍ମ ଅଜାଡ଼ି ହୋଇ ପଡ଼ିଲା। Gade chapit laପବିତ୍ର ବାଇବଲ (Re-edited) - (BSI)5 ମଧ୍ୟ ପରମେଶ୍ଵରଙ୍କ ଲୋକ ସଦାପ୍ରଭୁଙ୍କ ବାକ୍ୟ ଦ୍ଵାରା ଯେଉଁ ଚିହ୍ନ ଦେଇଥିଲା, ତଦନୁସାରେ ଯଜ୍ଞବେଦି ଫାଟିଗଲା ଓ ଯଜ୍ଞବେଦିରୁ ଭସ୍ମ ଅଜାଡି ହୋଇ ପଡ଼ିଲା। Gade chapit laଓଡିଆ ବାଇବେଲ5 ମଧ୍ୟ ପରମେଶ୍ୱରଙ୍କ ଲୋକ ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ଯେଉଁ ଚିହ୍ନ ଦେଇଥିଲା, ତଦନୁସାରେ ଯଜ୍ଞବେଦି ଫାଟିଗଲା ଓ ଯଜ୍ଞବେଦିରୁ ଭସ୍ମ ଅଜାଡି ହୋଇ ପଡ଼ିଲା। Gade chapit laପବିତ୍ର ବାଇବଲ5 ଆଉ ମଧ୍ୟ ପରମେଶ୍ୱରଙ୍କ ଲୋକ ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ଯେଉଁ ସଙ୍କେତ ଦେଇଥିଲେ, ବଳିଦାନର ଯଜ୍ଞବେଦି ଭାଙ୍ଗି ଖଣ୍ତ ଖଣ୍ତ ହୋଇଗଲା ଓ ଭସ୍ମ ଅଜାଡ଼ି ହୋଇ ପଡ଼ିଲା। Gade chapit la |